ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର ମହତ୍ୱ ରହିଛି। ଏହା କେବଳ ଧାର୍ମିକ ଉତ୍ସବ ନୁହେଁ, ଭାଇଚାରା, ସଦ୍‌ଭାବ ଓ ଏକତାର ପ୍ରତୀକ। ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଭରିଦେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି। The post ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର ମହତ୍ୱ ରହିଛି। ଏହା କେବଳ ଧାର୍ମିକ ଉତ୍ସବ ନୁହେଁ, ଭାଇଚାରା, ସଦ୍‌ଭାବ ଓ ଏକତାର ପ୍ରତୀକ। ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଭରିଦେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

The post ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.