ମଝି ଆକାଶରେ ସେନା ହେଲିକପ୍ଟର ସହ ଯାତ୍ରୀବାହୀ ବିମାନ ଧକ୍କା

ଆମେରିକା: ମଝି ଆକାଶରେ ଦୁଇ ବିମାନ ଧକ୍କା । ସେନା ହେଲିକପ୍ଟର ସହ ଯାତ୍ରୀବାହୀ ବିମାନ ଧକ୍କା ହୋଇଛି।  ଓ୍ବାଶିଂଟନ୍ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଯାତ୍ରୀ ବିମାନ ଅବତରଣ ବେଳେ ଧକ୍କା ହୋଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତ ନେଇ କୌଣସି ସୂଚନା ମିଳିନି। ଉଡାଣ ଭରିବାକୁ ଥିବା ସମସ୍ତ ବିମାନ ବାତିଲ କରାଯାଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେପଟେ ପୁରା ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଆମେରିକା […]

ମଝି ଆକାଶରେ ସେନା ହେଲିକପ୍ଟର ସହ ଯାତ୍ରୀବାହୀ ବିମାନ ଧକ୍କା

ଆମେରିକା: ମଝି ଆକାଶରେ ଦୁଇ ବିମାନ ଧକ୍କା । ସେନା ହେଲିକପ୍ଟର ସହ ଯାତ୍ରୀବାହୀ ବିମାନ ଧକ୍କା ହୋଇଛି।  ଓ୍ବାଶିଂଟନ୍ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଯାତ୍ରୀ ବିମାନ ଅବତରଣ ବେଳେ ଧକ୍କା ହୋଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତ ନେଇ କୌଣସି ସୂଚନା ମିଳିନି। ଉଡାଣ ଭରିବାକୁ ଥିବା ସମସ୍ତ ବିମାନ ବାତିଲ କରାଯାଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେପଟେ ପୁରା ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଆମେରିକା ରାଷ୍ଟ୍ରପତି।