ମଝି ରାସ୍ତାରେ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଧକ୍କା ଦେଇ ମୁଣ୍ଡରେ ଚଢ଼ିଗଲା ଟ୍ରକ୍
ସୁନ୍ଦରଗଡ଼,୨୭।୨(ଜୟ ନାରାୟଣ ମେଣ୍ଡୁଳି): ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ୍। ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼- ହେମଗିର ରାସ୍ତା ଚକ୍ରାମାଲ ନିକଟରେ। ବାଇକରେ ଯାଉଥିବା ଜଣେ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ (ଓଡି ୨୩ ଜି ୯୨୧୩) ଧକ୍କା ଦେଇ ତାଙ୍କ ମୁଣ୍ଡ ଉପରକୁ ଚଢ଼ିଯାଇଛି। ଘଟଣାସ୍ଥଳରେ ଉକ୍ତଙ୍କ ମୃତୁ ଘଟିଛି। ମୃତକ ହେଲେ ସର୍ଗିପାଲି ଢେଲସରାର ଅର୍ମନ ରାଏ। ସେ ନିଆଲିପାଲି ହାଇସ୍କୁଲ କେନ୍ଦ୍ରରେ ପରୀକ୍ଷା ଦେଉଥିଲେ। ଦୁର୍ଘଟଣା […] The post ମଝି ରାସ୍ତାରେ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଧକ୍କା ଦେଇ ମୁଣ୍ଡରେ ଚଢ଼ିଗଲା ଟ୍ରକ୍ appeared first on Dharitri Odia News.
ସୁନ୍ଦରଗଡ଼,୨୭।୨(ଜୟ ନାରାୟଣ ମେଣ୍ଡୁଳି): ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ୍। ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼- ହେମଗିର ରାସ୍ତା ଚକ୍ରାମାଲ ନିକଟରେ। ବାଇକରେ ଯାଉଥିବା ଜଣେ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ (ଓଡି ୨୩ ଜି ୯୨୧୩) ଧକ୍କା ଦେଇ ତାଙ୍କ ମୁଣ୍ଡ ଉପରକୁ ଚଢ଼ିଯାଇଛି। ଘଟଣାସ୍ଥଳରେ ଉକ୍ତଙ୍କ ମୃତୁ ଘଟିଛି। ମୃତକ ହେଲେ ସର୍ଗିପାଲି ଢେଲସରାର ଅର୍ମନ ରାଏ। ସେ ନିଆଲିପାଲି ହାଇସ୍କୁଲ କେନ୍ଦ୍ରରେ ପରୀକ୍ଷା ଦେଉଥିଲେ। ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ଦେଖାଯାଇଥିବା ବେଳେ ପ୍ରତିବାଦରେ ଲୋକେ ରାସ୍ତାରୋକ କରିଛନ୍ତ। ଫଳରେ ରାସ୍ତାର ଉଭୟ ପାଶର୍ବରେ ଶହଶହ ଗାଡ଼ିମଟର ଅଟକି ରହିଛି। ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛି।
The post ମଝି ରାସ୍ତାରେ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଧକ୍କା ଦେଇ ମୁଣ୍ଡରେ ଚଢ଼ିଗଲା ଟ୍ରକ୍ appeared first on Dharitri Odia News.