ମତଦାନ କେନ୍ଦ୍ର ଭିତରକୁ ମୋବାଇଲ ଫୋନ ମନା
ଭୁବନେଶ୍ବର,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ସକାଳୁ ସକାଳୁ ସବୁ ବୁଥ୍ରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି। ତେବେ ବୁଥ୍ ଭିତରକୁ ମୋବାଇଲ ନ ନେବାକୁ ଭୋଟର ଓ ଅଧିକାରୀଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଅପିଲ କରିଛନ୍ତି । The post ମତଦାନ କେନ୍ଦ୍ର ଭିତରକୁ ମୋବାଇଲ ଫୋନ ମନା appeared first on Dharitri Odia News.
ଭୁବନେଶ୍ବର,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ସକାଳୁ ସକାଳୁ ସବୁ ବୁଥ୍ରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି। ତେବେ ବୁଥ୍ ଭିତରକୁ ମୋବାଇଲ ନ ନେବାକୁ ଭୋଟର ଓ ଅଧିକାରୀଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଅପିଲ କରିଛନ୍ତି ।
The post ମତଦାନ କେନ୍ଦ୍ର ଭିତରକୁ ମୋବାଇଲ ଫୋନ ମନା appeared first on Dharitri Odia News.