ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ
ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ଭୋଟରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନୟାଗଡ ଜିଲା ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ ପଥରପୁଞ୍ଜି ଗ୍ରାମର କୁମୁଦିନୀ ଦଳେଇ(୬୦)। ବୃଦ୍ଧା ଜଣଙ୍କ ସକାଳେ ଭୋଟ ଦେବାପାଇଁ ଭୋଟ କେନ୍ଦ୍ରକୁ ଆସିଥିବା ବେଳେ ଧାଡିରେ ଛିଡା ହୋଇଥିଲେ। ସେହି ସମୟରେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଯାହା ପରେ ତାଙ୍କୁ ମେଡିକାଲକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ବୃଦ୍ଧାଙ୍କୁ ମୃତ ଘୋଷଣା କରିଥିଲେ। The post ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ appeared first on Dharitri Odia News.
ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ଭୋଟରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନୟାଗଡ ଜିଲା ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ ପଥରପୁଞ୍ଜି ଗ୍ରାମର କୁମୁଦିନୀ ଦଳେଇ(୬୦)। ବୃଦ୍ଧା ଜଣଙ୍କ ସକାଳେ ଭୋଟ ଦେବାପାଇଁ ଭୋଟ କେନ୍ଦ୍ରକୁ ଆସିଥିବା ବେଳେ ଧାଡିରେ ଛିଡା ହୋଇଥିଲେ। ସେହି ସମୟରେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଯାହା ପରେ ତାଙ୍କୁ ମେଡିକାଲକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ବୃଦ୍ଧାଙ୍କୁ ମୃତ ଘୋଷଣା କରିଥିଲେ।
The post ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ appeared first on Dharitri Odia News.