ମତଦାନ ବାଧାପ୍ରାପ୍ତ ଅସନ୍ତୋଷ ଝାଡ଼ିଲେ ଭୋଟର

ରାଜ୍ୟରେ ଶେଷ ପାଳି ଭୋଟିଂ ବେଳେ ବି ଅବ୍ୟବସ୍ଥାର ମାଳ ମାଳ ଅଭିଯୋଗ। ଅଧିକାଂଶ ଅଭିଯୋଗ, ଇଭିଏମର ଅଚଳାବସ୍ଥା। ମତଦାନ ବାଧାପ୍ରାପ୍ତ ହେବାରୁ ଅସନ୍ତୋଷ ଝାଡ଼ିଥିଲେ ମତଦାତା। ତେବେ ଗତଥର ଅପେକ୍ଷା ଏଥର କମ୍ ସଂଖ୍ୟକ ତ୍ରୁଟି ହୋଇଥିବା କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।