ମଧ୍ୟାହ୍ନ ଭୋଜନ ଛାତ୍ରଛାତ୍ରୀଙ୍କୁ ମିଳିବ ଭିଟାମିନ A ଓ D, ଗୋକୁଳ ଯୋଜନାରେ ଦିଆଯିବ ୩୦୦୦ ଗାଈ
ଭୁବନେଶ୍ୱର ୧୪/୦୧: ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର । ଏନେଇ ଚିନ୍ତା କରୁଛନ୍ତି ସରକାର। ମଧ୍ୟାହ୍ନ ଭୋଜନରେ ଛାତ୍ର ଛାତ୍ରୀଙ୍କୁ ୨୦୦ ML ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର। ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା । ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ । କ୍ଷୀର ଧାରା କରାଯିବ। ଗୋକୁଳ ଯୋଜନାରେ ୩୦୦୦ ଗାଈ ଦେବାର ବ୍ୟବସ୍ଥା କାଲି କରାଯାଇଛି । ଏଥିରେ ପାଖାପାଖି ୩୮ କୋଟି ଟଙ୍କାର ବ୍ୟୟ ଖର୍ଚ୍ଚ କରାଯିବ । ଓଡିଶା ର ଲୋକ ମାନଙ୍କର ଅର୍ଥନୈତିକ ଅବସ୍ଥାକୁ ସ୍ଥିର କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କର ଯେଉଁ ଲକ୍ଷ ରହିଛି ବିକଶିତ ଭାରତ ବିକଶିତ ଓଡିଶା ତେଣୁ ଗ୍ରାମାଞ୍ଚଳର ଅର୍ଥନୈତିକ ବିକାଶ କରିବା ପାଇଁ ମହିଳାଙ୍କୁ ଆଦିବାସୀ ଲୋକଙ୍କୁ ହରିଜନ ଲୋକଙ୍କୁ ବିକାଶ କରିବା ପାଇଁ ୩୦୦୦ ଗାଈର ବ୍ୟବସ୍ଥା କରାଯାଇଛି । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି । ଅର୍ଥନୈତିକ ବିକାଶ ତଥା ଅର୍ଥନୀତିକୁ ସୁଧାର କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ଏହା ଦ୍ୱାରା ଓଡିଶାରେ ବିକାଶ ହେବ ଏବଂ ଗ୍ରାମାଞ୍ଚଳର ବିକାଶ ହେବ । ଗିଫ୍ଟ milk ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ପିଲାଙ୍କୁ ୨୦୦ ଗ୍ରାମର କ୍ଷୀର ଦେବାର କାଲି ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ପିଲାମାନଙ୍କ ପୋଷ
ଭୁବନେଶ୍ୱର ୧୪/୦୧: ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର । ଏନେଇ ଚିନ୍ତା କରୁଛନ୍ତି ସରକାର। ମଧ୍ୟାହ୍ନ ଭୋଜନରେ ଛାତ୍ର ଛାତ୍ରୀଙ୍କୁ ୨୦୦ ML ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର। ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା । ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ । କ୍ଷୀର ଧାରା କରାଯିବ। ଗୋକୁଳ ଯୋଜନାରେ ୩୦୦୦ ଗାଈ ଦେବାର ବ୍ୟବସ୍ଥା କାଲି କରାଯାଇଛି ।
ଏଥିରେ ପାଖାପାଖି ୩୮ କୋଟି ଟଙ୍କାର ବ୍ୟୟ ଖର୍ଚ୍ଚ କରାଯିବ । ଓଡିଶା ର ଲୋକ ମାନଙ୍କର ଅର୍ଥନୈତିକ ଅବସ୍ଥାକୁ ସ୍ଥିର କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କର ଯେଉଁ ଲକ୍ଷ ରହିଛି ବିକଶିତ ଭାରତ ବିକଶିତ ଓଡିଶା ତେଣୁ ଗ୍ରାମାଞ୍ଚଳର ଅର୍ଥନୈତିକ ବିକାଶ କରିବା ପାଇଁ ମହିଳାଙ୍କୁ ଆଦିବାସୀ ଲୋକଙ୍କୁ ହରିଜନ ଲୋକଙ୍କୁ ବିକାଶ କରିବା ପାଇଁ ୩୦୦୦ ଗାଈର ବ୍ୟବସ୍ଥା କରାଯାଇଛି । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି ।
ଅର୍ଥନୈତିକ ବିକାଶ ତଥା ଅର୍ଥନୀତିକୁ ସୁଧାର କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ଏହା ଦ୍ୱାରା ଓଡିଶାରେ ବିକାଶ ହେବ ଏବଂ ଗ୍ରାମାଞ୍ଚଳର ବିକାଶ ହେବ । ଗିଫ୍ଟ milk ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ପିଲାଙ୍କୁ ୨୦୦ ଗ୍ରାମର କ୍ଷୀର ଦେବାର କାଲି ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ପିଲାମାନଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ ।