ମଧ୍ୟାହ୍ନ ଭୋଜନ ରୋଷେଇ ବେଳେ ଅଘଟଣ : ପେଜ କୁଣ୍ଡରେ ପଡି ଛାତ୍ର ଗୁରୁତର
ମର୍ଶାଘାଇ ୪।୪: ଛାତ୍ରଛାତ୍ରୀ ମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ରୋଷେଇ ହେଉଥିବା ବେଳେ ପେଜ କୁଣ୍ଡରେ ପଡିଗଲେ ଛାତ୍ର । ତୃତୀୟ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି । ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ବାହାକଣ୍ଡିଆ ଅନନ୍ତ ନାରାୟଣ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କୋମଳମତି ଶିଶୁ ମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ରୋଷେଇ ହେଉଥିବା ବେଳେ ଅଘଟଣ । ଗରମ ପେଜ କୁଣ୍ଡରେ ଜଣେ ତୃତୀୟ ଶ୍ରେଣୀ ଛାତ୍ର ପଡି ଯିବାରୁ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ଛାତ୍ରଙ୍କୁ ଚିକିତ୍ସା ପାଇଁ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟର ବର୍ଣ୍ଣ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି । ଗୁରୁତର ଆହତ ଛାତ୍ରଙ୍କୁ ଭଲ କରିବା ପାଇଁ ପରିବାର ଲୋକେ ଦାବି କରିଛନ୍ତି । ଅପରପକ୍ଷରେ ଶିକ୍ଷକ ଏବଂ ରୋଷେୟାଙ୍କ ଖାମଖିଆଲ ନୀତି ପାଇଁ ଏଭଳି ଅଘଟଣ ଘଟିଥିବା ଆହତ ଛାତ୍ରଙ୍କ ପରିବାର ପକ୍ଷରୁ କୁହାଯାଇଛି । ଆହତ ଛାତ୍ରଙ୍କ ପଛଭାଗ ସମ୍ପୂର୍ଣ୍ଣ ପୋଡି ଯାଇଥିବା ଦେଖିବାକୁ ମିଳିଛି ।You Can Read :ବନ୍ଧୁ ଘରେ ମହାନଦୀରେ ବୁଡି ଯୁବକ ନିଖୋଜ, ଖୋଜାଖୋଜି କରୁଛି ଅଗ୍ନିଶମ ବାହିନୀ
ମର୍ଶାଘାଇ ୪।୪: ଛାତ୍ରଛାତ୍ରୀ ମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ରୋଷେଇ ହେଉଥିବା ବେଳେ ପେଜ କୁଣ୍ଡରେ ପଡିଗଲେ ଛାତ୍ର । ତୃତୀୟ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି । ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ବାହାକଣ୍ଡିଆ ଅନନ୍ତ ନାରାୟଣ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କୋମଳମତି ଶିଶୁ ମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ରୋଷେଇ ହେଉଥିବା ବେଳେ ଅଘଟଣ । ଗରମ ପେଜ କୁଣ୍ଡରେ ଜଣେ ତୃତୀୟ ଶ୍ରେଣୀ ଛାତ୍ର ପଡି ଯିବାରୁ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ଛାତ୍ରଙ୍କୁ ଚିକିତ୍ସା ପାଇଁ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟର ବର୍ଣ୍ଣ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି । ଗୁରୁତର ଆହତ ଛାତ୍ରଙ୍କୁ ଭଲ କରିବା ପାଇଁ ପରିବାର ଲୋକେ ଦାବି କରିଛନ୍ତି । ଅପରପକ୍ଷରେ ଶିକ୍ଷକ ଏବଂ ରୋଷେୟାଙ୍କ ଖାମଖିଆଲ ନୀତି ପାଇଁ ଏଭଳି ଅଘଟଣ ଘଟିଥିବା ଆହତ ଛାତ୍ରଙ୍କ ପରିବାର ପକ୍ଷରୁ କୁହାଯାଇଛି । ଆହତ ଛାତ୍ରଙ୍କ ପଛଭାଗ ସମ୍ପୂର୍ଣ୍ଣ ପୋଡି ଯାଇଥିବା ଦେଖିବାକୁ ମିଳିଛି ।
You Can Read :
ବନ୍ଧୁ ଘରେ ମହାନଦୀରେ ବୁଡି ଯୁବକ ନିଖୋଜ, ଖୋଜାଖୋଜି କରୁଛି ଅଗ୍ନିଶମ ବାହିନୀ