ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ ମାଡ଼ିବସିଲା ଭିଜିଲାନ୍ସ

ପାଟଣାଗଡ଼ ,୪।୧୦: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ଟଙ୍କା ସହ ମାଡ଼ିବସିଛନ୍ତି। ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି। ତେବେ ସେ ପୂର୍ବରୁ ୧୫ ହଜାର ନେଇଥିବା ବେଳେ ଏବେ ପୁଣି ଟଙ୍କା ନେଉଥିଲା ବେଳେ ଏହି ଘଟଣା […] The post ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ ମାଡ଼ିବସିଲା ଭିଜିଲାନ୍ସ appeared first on Dharitri Odia News.

ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ ମାଡ଼ିବସିଲା ଭିଜିଲାନ୍ସ

ପାଟଣାଗଡ଼ ,୪।୧୦: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ
୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ଟଙ୍କା ସହ ମାଡ଼ିବସିଛନ୍ତି। ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି। ତେବେ ସେ ପୂର୍ବରୁ ୧୫ ହଜାର ନେଇଥିବା ବେଳେ ଏବେ ପୁଣି ଟଙ୍କା ନେଉଥିଲା ବେଳେ ଏହି ଘଟଣା ଘଟିଛି।

The post ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ ମାଡ଼ିବସିଲା ଭିଜିଲାନ୍ସ appeared first on Dharitri Odia News.