ମନୋଜ ମହାନ୍ତି OPSC ସଦସ୍ୟ ନିଯୁକ୍ତ

ଭୁବନେଶ୍ୱର,୧୦।୭: IAS ମନୋଜ କୁମାର ମହାନ୍ତିଙ୍କୁ ରାଜ୍ୟ ସରକାର ଗୁରୁବାର OPSC ସଦସ୍ୟ ଭାବେ ନିଯୁକ୍ତ କରିଛନ୍ତି। ମନୋଜଙ୍କୁ ୬ ବର୍ଷ ପାଇଁ ରାଜ୍ୟ ସରକାର ଏହି ନିଯୁକ୍ତି ଦେଇଛନ୍ତି। ପୂର୍ବରୁ ସେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ। The post ମନୋଜ ମହାନ୍ତି OPSC ସଦସ୍ୟ ନିଯୁକ୍ତ appeared first on Dharitri Odia News.

ମନୋଜ ମହାନ୍ତି OPSC ସଦସ୍ୟ ନିଯୁକ୍ତ

ଭୁବନେଶ୍ୱର,୧୦।୭: IAS ମନୋଜ କୁମାର ମହାନ୍ତିଙ୍କୁ ରାଜ୍ୟ ସରକାର ଗୁରୁବାର OPSC ସଦସ୍ୟ ଭାବେ ନିଯୁକ୍ତ କରିଛନ୍ତି। ମନୋଜଙ୍କୁ ୬ ବର୍ଷ ପାଇଁ ରାଜ୍ୟ ସରକାର ଏହି ନିଯୁକ୍ତି ଦେଇଛନ୍ତି। ପୂର୍ବରୁ ସେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ।

The post ମନୋଜ ମହାନ୍ତି OPSC ସଦସ୍ୟ ନିଯୁକ୍ତ appeared first on Dharitri Odia News.