‘ମନ୍ କି ବାତ୍’ରେ ସମ୍ବଲପୁର ଶାଢ଼ି କଥା କହିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୭ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ରବିବାର ସମ୍ବୋଧିତ କରିଛନ୍ତି। ଏହା ପ୍ରଧାନମନ୍ତ୍ରୀଙ୍କ ୧୧୨ତମ ଏବଂ ତାଙ୍କ ତୃତୀୟ କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ମନ୍ କି ବାତ୍ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଶାଢ଼ି କଥା କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶରେ ହସ୍ତକାରିଗରି ଶାଢ଼ିର ଚାହିଦା ବଢ଼ିବାରେ ଲାଗିଛି। ଲୋକଙ୍କ ମଧ୍ୟରେ ହସ୍ତକାରିଗରି ଏକ ସ୍ବତନ୍ତ୍ର ସ୍ଥାନ ବନାଇଛି ସମ୍ବଲପୁରୀ ଶାଢ଼ି। ଅଗଷ୍ଟ ୭ରେ ଦେଶ ଜାତୀୟ ହସ୍ତତନ୍ତ ଦିବସ […] The post ‘ମନ୍ କି ବାତ୍’ରେ ସମ୍ବଲପୁର ଶାଢ଼ି କଥା କହିଲେ ପ୍ରଧାନମନ୍ତ୍ରୀ appeared first on Dharitri Odia News.
ନୂଆଦିଲ୍ଲୀ,୨୭ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ରବିବାର ସମ୍ବୋଧିତ କରିଛନ୍ତି। ଏହା ପ୍ରଧାନମନ୍ତ୍ରୀଙ୍କ ୧୧୨ତମ ଏବଂ ତାଙ୍କ ତୃତୀୟ କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ମନ୍ କି ବାତ୍ କାର୍ଯ୍ୟକ୍ରମ।
ଏଥିରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଶାଢ଼ି କଥା କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶରେ ହସ୍ତକାରିଗରି ଶାଢ଼ିର ଚାହିଦା ବଢ଼ିବାରେ ଲାଗିଛି। ଲୋକଙ୍କ ମଧ୍ୟରେ ହସ୍ତକାରିଗରି ଏକ ସ୍ବତନ୍ତ୍ର ସ୍ଥାନ ବନାଇଛି ସମ୍ବଲପୁରୀ ଶାଢ଼ି। ଅଗଷ୍ଟ ୭ରେ ଦେଶ ଜାତୀୟ ହସ୍ତତନ୍ତ ଦିବସ ପାଳନ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
The post ‘ମନ୍ କି ବାତ୍’ରେ ସମ୍ବଲପୁର ଶାଢ଼ି କଥା କହିଲେ ପ୍ରଧାନମନ୍ତ୍ରୀ appeared first on Dharitri Odia News.