ମନ୍ତ୍ରୀଙ୍କ ନିର୍ଦ୍ଦେଶ: ଅର୍ଡରର ୪୮ ଘଣ୍ଟାରେ ପହଞ୍ଚାଅ ଗ୍ୟାସ, ନ ହେଲେ …

ଭୁବନେଶ୍ୱର,୧୬।୭: ପେଟ୍ରୋଲ, ଡିଜେଲ ଓ ଏଲପିଜି ଡିଲର୍‌ ସଂଘ ସହ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଙ୍ଗଳବାର ଏକ ବୈଠକ କରିଛନ୍ତି। ବୈଠକ ପରେ ମନ୍ତ୍ରୀ କହିଛନ୍ତି, ଗ୍ୟାସ ଅର୍ଡରର ୪୮ ଘଣ୍ଟା ମଧ୍ୟରେ ଘରେ ସିଲିଣ୍ଡର ପହଞ୍ଚିବା ଦରକାର। ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନ ପହଞ୍ଚିଲେ ବିତରଣକାରୀ ସଂସ୍ଥା ବା ଡିଲରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ । ପେଟ୍ରୋଲ, ଡିଜେଲ ମାନରେ କୌଣସି ସାଲିସ କରାଯିବନି। ଅପମିଶ୍ରଣ ଯାଞ୍ଚ କରାଯିବ, ହେଉଥିଲେ […] The post ମନ୍ତ୍ରୀଙ୍କ ନିର୍ଦ୍ଦେଶ: ଅର୍ଡରର ୪୮ ଘଣ୍ଟାରେ ପହଞ୍ଚାଅ ଗ୍ୟାସ, ନ ହେଲେ … appeared first on Dharitri Odia News.

ମନ୍ତ୍ରୀଙ୍କ ନିର୍ଦ୍ଦେଶ: ଅର୍ଡରର ୪୮ ଘଣ୍ଟାରେ ପହଞ୍ଚାଅ ଗ୍ୟାସ, ନ ହେଲେ …

ଭୁବନେଶ୍ୱର,୧୬।୭: ପେଟ୍ରୋଲ, ଡିଜେଲ ଓ ଏଲପିଜି ଡିଲର୍‌ ସଂଘ ସହ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଙ୍ଗଳବାର ଏକ ବୈଠକ କରିଛନ୍ତି। ବୈଠକ ପରେ ମନ୍ତ୍ରୀ କହିଛନ୍ତି, ଗ୍ୟାସ ଅର୍ଡରର ୪୮ ଘଣ୍ଟା ମଧ୍ୟରେ ଘରେ ସିଲିଣ୍ଡର ପହଞ୍ଚିବା ଦରକାର। ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନ ପହଞ୍ଚିଲେ ବିତରଣକାରୀ ସଂସ୍ଥା ବା ଡିଲରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ । ପେଟ୍ରୋଲ, ଡିଜେଲ ମାନରେ କୌଣସି ସାଲିସ କରାଯିବନି। ଅପମିଶ୍ରଣ ଯାଞ୍ଚ କରାଯିବ, ହେଉଥିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

The post ମନ୍ତ୍ରୀଙ୍କ ନିର୍ଦ୍ଦେଶ: ଅର୍ଡରର ୪୮ ଘଣ୍ଟାରେ ପହଞ୍ଚାଅ ଗ୍ୟାସ, ନ ହେଲେ … appeared first on Dharitri Odia News.