ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗ୍ରାମ
ଭୁବନେଶ୍ୱର,୯।୬: ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ୧୦୦ରୁ ୧୫୦ ଗାଁକୁ ମହାପୁରୁଷ ଆଦର୍ଶ ଗାଁ କରିବାକୁ ମନ୍ତ୍ରୀ ସୂଚନା ଦେଇଛନ୍ତି। ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଆଦର୍ଶ ଗାଁର ଉନ୍ନତି କରାଯିବ। ଏଥିରେ ୯ରୁ ୧୦ଟି ବିଭାଗ ମିଳିତ ଭାବେ ଗାଁର ଉନ୍ନତିରେ ସହଯୋଗ କରିବେ। ଯେତେ ବ୍ୟବସ୍ଥା ଅଛି ସବୁ ସରକାର ଯୋଗାଇ ଦେବେ ବୋଲି ମନ୍ତ୍ରୀ କହିଛନ୍ତି। ସରାକରଙ୍କ ପକ୍ଷରୁ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍ଶୀଘ୍ର […] The post ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗ୍ରାମ appeared first on Dharitri Odia News.
ଭୁବନେଶ୍ୱର,୯।୬: ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ୧୦୦ରୁ ୧୫୦ ଗାଁକୁ ମହାପୁରୁଷ ଆଦର୍ଶ ଗାଁ କରିବାକୁ ମନ୍ତ୍ରୀ ସୂଚନା ଦେଇଛନ୍ତି।
ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଆଦର୍ଶ ଗାଁର ଉନ୍ନତି କରାଯିବ। ଏଥିରେ ୯ରୁ ୧୦ଟି ବିଭାଗ ମିଳିତ ଭାବେ ଗାଁର ଉନ୍ନତିରେ ସହଯୋଗ କରିବେ। ଯେତେ ବ୍ୟବସ୍ଥା ଅଛି ସବୁ ସରକାର ଯୋଗାଇ ଦେବେ ବୋଲି ମନ୍ତ୍ରୀ କହିଛନ୍ତି। ସରାକରଙ୍କ ପକ୍ଷରୁ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍ଶୀଘ୍ର ଏହା କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।
The post ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗ୍ରାମ appeared first on Dharitri Odia News.