ମନ୍ଦିରରୁ ଉଗ୍ରେଶ୍ବରଙ୍କ ବିଜେ ପ୍ରତିମା ଚୋରି
ନୟାଗଡ଼,୧୨।୧(ଲୋକନାଥ ମିଶ୍ର): ନୟାଗଡ଼ ପୋଲିସ ଜିଲା ଇଟାମାଟି ଥାନା ବଡ଼ପଣ୍ଡୁସର ବିଜେ ଉଗ୍ରେଶ୍ବର ମହାଦେବଙ୍କ ମନ୍ଦିରରୁ ଶନିବାର ବିଳମ୍ବିତ ରାତିରେ ଉଗ୍ରେଶ୍ବରଙ୍କ ବିଜେ ପ୍ରତିମା ଚୋରି ହୋଇଥିବା ଅଭିଯୋଗ ହୋଇଛି। ରବିବାର ସକାଳୁ ମନ୍ଦିର ପୂଜକ ମନ୍ଦିର ଖୋଲିବାକୁ ଯିବା ସମୟରେ ମନ୍ଦିର ତାଲା ଭାଙ୍ଗିଥିବା ଦେଖିବାକୁ ପାଇଥିଲେ। ମନ୍ଦିର ଭିତରକୁ ଯିବା ପରେ ବିଜେ ପ୍ରତିମା ଓ ପଞ୍ଚମୁଖୀ ମହାଦେବଙ୍କ ପିତଳ ମୂର୍ତ୍ତି ନ ଥିବା ଦେଖିବାକୁ ପାଇଥିଲେ। ଏନେଇ ଅଭିଯୋଗ ପରେ ଇଟାମାଟି ଥାନା […] The post ମନ୍ଦିରରୁ ଉଗ୍ରେଶ୍ବରଙ୍କ ବିଜେ ପ୍ରତିମା ଚୋରି appeared first on Dharitri Odia News.
ନୟାଗଡ଼,୧୨।୧(ଲୋକନାଥ ମିଶ୍ର): ନୟାଗଡ଼ ପୋଲିସ ଜିଲା ଇଟାମାଟି ଥାନା ବଡ଼ପଣ୍ଡୁସର ବିଜେ ଉଗ୍ରେଶ୍ବର ମହାଦେବଙ୍କ ମନ୍ଦିରରୁ ଶନିବାର ବିଳମ୍ବିତ ରାତିରେ ଉଗ୍ରେଶ୍ବରଙ୍କ ବିଜେ ପ୍ରତିମା ଚୋରି ହୋଇଥିବା ଅଭିଯୋଗ ହୋଇଛି। ରବିବାର ସକାଳୁ ମନ୍ଦିର ପୂଜକ ମନ୍ଦିର ଖୋଲିବାକୁ ଯିବା ସମୟରେ ମନ୍ଦିର ତାଲା ଭାଙ୍ଗିଥିବା ଦେଖିବାକୁ ପାଇଥିଲେ। ମନ୍ଦିର ଭିତରକୁ ଯିବା ପରେ ବିଜେ ପ୍ରତିମା ଓ ପଞ୍ଚମୁଖୀ ମହାଦେବଙ୍କ ପିତଳ ମୂର୍ତ୍ତି ନ ଥିବା ଦେଖିବାକୁ ପାଇଥିଲେ। ଏନେଇ ଅଭିଯୋଗ ପରେ ଇଟାମାଟି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।
The post ମନ୍ଦିରରୁ ଉଗ୍ରେଶ୍ବରଙ୍କ ବିଜେ ପ୍ରତିମା ଚୋରି appeared first on Dharitri Odia News.