ମନ୍ମଥଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ, ଭିଡିଓ ବାର୍ତ୍ତାରେ କହିଲେ…
ଭୁବନେଶ୍ୱର,୨୧।୫: ଭୁବନେଶ୍ୱର ଏମ୍ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମନ୍ମଥ ରାଉତରାୟ ଜଣେ ସଫଳ ପାଇଲଟ ଥିଲେ। ହେଲେ ଆଜି ଭୁବନେଶ୍ୱରବାସୀଙ୍କ ସେବା କରିବା ପାଇଁ ସେ ଫେରିଆସିଛନ୍ତି। ମୁଁ ଆଜି ଖୁସି ଯେ ମନ୍ମଥ ରାଜନୀତିକୁ ଆସି ଯୁବପୀଢିଙ୍କ ପାଇଁ ପ୍ରେରଣା ଯୋଗାଇଛନ୍ତି। ଆଉ ଆପଣଙ୍କୁ ମୁଁ ନିଶ୍ଚିତ କରିବି ଯେ ଲୋକଙ୍କ ଉନ୍ନତି ପାଇଁ ମନ୍ମଥ କାମ କରିବେ। The post ମନ୍ମଥଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ, ଭିଡିଓ ବାର୍ତ୍ତାରେ କହିଲେ… appeared first on Dharitri Odia News.
ଭୁବନେଶ୍ୱର,୨୧।୫: ଭୁବନେଶ୍ୱର ଏମ୍ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମନ୍ମଥ ରାଉତରାୟ ଜଣେ ସଫଳ ପାଇଲଟ ଥିଲେ। ହେଲେ ଆଜି ଭୁବନେଶ୍ୱରବାସୀଙ୍କ ସେବା କରିବା ପାଇଁ ସେ ଫେରିଆସିଛନ୍ତି। ମୁଁ ଆଜି ଖୁସି ଯେ ମନ୍ମଥ ରାଜନୀତିକୁ ଆସି ଯୁବପୀଢିଙ୍କ ପାଇଁ ପ୍ରେରଣା ଯୋଗାଇଛନ୍ତି। ଆଉ ଆପଣଙ୍କୁ ମୁଁ ନିଶ୍ଚିତ କରିବି ଯେ ଲୋକଙ୍କ ଉନ୍ନତି ପାଇଁ ମନ୍ମଥ କାମ କରିବେ।
The post ମନ୍ମଥଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ, ଭିଡିଓ ବାର୍ତ୍ତାରେ କହିଲେ… appeared first on Dharitri Odia News.