ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଜବାବ

ଓଡ଼ିଶା ସମ୍ପର୍କରେ ଦିଦିଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାପସନ୍ଦ । ଆପତ୍ତିଜନକ ମନ୍ତବ୍ୟ ଦେବାକୁ କିଏ ଅଧିକାର ଦେଲା ପଚାରିଲେ।

ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଜବାବ

ଅଭୟା ଘଟଣାର ପ୍ରତିବାଦ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ନେଇ ବଢୁଛି ଚାରିଆଡୁ ସମାଲୋଚନାର ସ୍ବର। ଓଡ଼ିଶା ସମ୍ପର୍କରେ ଦିଦିଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାପସନ୍ଦ । ଆପତ୍ତିଜନକ ମନ୍ତବ୍ୟ ଦେବାକୁ କିଏ ଅଧିକାର ଦେଲା ପଚାରିଲେ। ଦେଖନ୍ତୁ ପୂରା ରିପୋର୍ଟ।