ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ବସ୍ ମୁହାଁମୁହିଁ ଧକ୍କା
ସୋନପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ଏଥିରେ ପ୍ରାୟ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ଘଟଣା ଘଟିଛି ସୋନପୁର-ସମ୍ବଲପୁର ରାସ୍ତା ବାଘଲପୁର ନିକଟରେ। ତେବେ ଆହତଙ୍କୁ ସୁବର୍ଣ୍ଣପୁର ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ। ଘଟଣାସ୍ଥଳରେ ପହଞ୍ଚିଛି ପୋଲିସ। Updating…
ସୋନପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ଏଥିରେ ପ୍ରାୟ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ଘଟଣା ଘଟିଛି ସୋନପୁର-ସମ୍ବଲପୁର ରାସ୍ତା ବାଘଲପୁର ନିକଟରେ।
ତେବେ ଆହତଙ୍କୁ ସୁବର୍ଣ୍ଣପୁର ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ। ଘଟଣାସ୍ଥଳରେ ପହଞ୍ଚିଛି ପୋଲିସ।
Updating…