ମହଙ୍ଗା ପଡ଼ିଲା ଦଳ ବିରୋଧୀ କାର୍ଯ୍ୟ
ପାଟଣା,୫।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡ଼ା ବ୍ଲକର ଯୁବ ନେତା ତଥା ଜିଲା ବିଜେଡି ଉପ ସଭାପତି କରୁଣା ସାଗର ଖଟୁଆ ଓରଫ ଦିପୁଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତାଙ୍କୁ ନିଲମ୍ବିତ କରିଛନ୍ତି। ଏନେଇ ବିଜେଡି ସୁପ୍ରିମୋ ତଥା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ନଲମ୍ବନ କରିଥିବା ନେଇ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ସାଧାରଣ […] The post ମହଙ୍ଗା ପଡ଼ିଲା ଦଳ ବିରୋଧୀ କାର୍ଯ୍ୟ appeared first on Dharitri Odia News.
ପାଟଣା,୫।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡ଼ା ବ୍ଲକର ଯୁବ ନେତା ତଥା ଜିଲା ବିଜେଡି ଉପ ସଭାପତି କରୁଣା ସାଗର ଖଟୁଆ ଓରଫ ଦିପୁଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତାଙ୍କୁ ନିଲମ୍ବିତ କରିଛନ୍ତି। ଏନେଇ ବିଜେଡି ସୁପ୍ରିମୋ ତଥା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ନଲମ୍ବନ କରିଥିବା ନେଇ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ସାଧାରଣ ନିର୍ବାଚନ ପୂର୍ବରୁ ଦଳରେ ରହି ଦଳ ବିରୋଧୀଙ୍କୁ ସାବାଡ କରିବା ପାଇଁ ଏହା ଏକ ପ୍ରାଥମିକ ଇଙ୍ଗିତ ବୋଲି ସାଧାରଣରେ ଆଲୋଚନା ହେଉଛି।
The post ମହଙ୍ଗା ପଡ଼ିଲା ଦଳ ବିରୋଧୀ କାର୍ଯ୍ୟ appeared first on Dharitri Odia News.