ମହାକାଳପଡ଼ାରେ ଅତନୁ ସବ୍ୟସାଚୀ ନାୟକଙ୍କୁ ବିରୋଧ

ଲୋକଙ୍କ ପ୍ରଶ୍ନ ବାଣରେ ଘାଇଲା ହୋଇ ଡଙ୍ଗାରେ ଖସି ପଳାଇଲେ ଅତନୁ। 

ମହାକାଳପଡ଼ାରେ ଅତନୁ ସବ୍ୟସାଚୀ ନାୟକଙ୍କୁ ବିରୋଧ

କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାର ବିଜେଡି ବିଧାୟକ ପ୍ରାର୍ଥୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଘେରିଗଲେ ଲୋକେ। ଲୋକଙ୍କ ପ୍ରଶ୍ନ ବାଣରେ ଘାଇଲା ହୋଇ ଡଙ୍ଗାରେ ଖସି ପଳାଇଲେ ଅତନୁ।  ଅତନୁ ଡଙ୍ଗାରେ ପଳାଇଥିବା ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି। ଦେଖନ୍ତୁ ପୂରା ରିପୋର୍ଟ।