‘ମହାକୁମ୍ଭ ବହୁତ ଫାଲ୍ତୁ, ଏହାର କୌଣସି ଅର୍ଥ ନାହିଁ’
ପାଟନା,୧୬।୨: ମହାକୁମ୍ଭକୁ ନେଇ ଆରଜେଡି ମୁଖ୍ୟ ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। କୁମ୍ଭ ବହୁତ ଫାଲ୍ତୁ, ଏହାର କୌଣସି ଅର୍ଥ ନାହିଁ ବୋଲି ସେ କହିଛନ୍ତି। ଏଥିସହ ନୂଆଦିଲ୍ଲୀ ରେଳ ଷ୍ଟେଶନ ଦୁର୍ଘଟଣାକୁ ସେ ଏକ ଦୁଃଖଦ ଘଟଣା କହିବା ସହ ମୃତକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରେଳବାଇର ଅବହେଳା ଯୋଗୁ ଏହି ଦୁର୍ଘଟଣା ଘଟିଛି। ଏହା ରେଳବାଇର ବିଫଳତା। ଏଣୁ ରେଳମନ୍ତ୍ରୀ ଦାୟିତ୍ୱ ନେବା ଉଚିତ ବୋଲି ସେ […] The post ‘ମହାକୁମ୍ଭ ବହୁତ ଫାଲ୍ତୁ, ଏହାର କୌଣସି ଅର୍ଥ ନାହିଁ’ appeared first on Dharitri Odia News.
#WATCH | Stampede at New Delhi Railway Station | Patna, Bihar: Former Union Railway Minister and RJD Chief Lalu Prasad Yadav says, “The incident is very unfortunate and I offer my condolences to the victims. This is a mismanagement by the Railway that led to the loss of so many… pic.twitter.com/83icLBvtSm
— ANI (@ANI) February 16, 2025
The post ‘ମହାକୁମ୍ଭ ବହୁତ ଫାଲ୍ତୁ, ଏହାର କୌଣସି ଅର୍ଥ ନାହିଁ’ appeared first on Dharitri Odia News.