ମହାନଦୀକୁ ଡେଇଁ ପଡ଼ିଲେ ଯୁବକ
କଟକ,୧୬।୭(କାର୍ତ୍ତିକ ସାହୁ): କଟକ ଛତ୍ରବଜାର ଅଞ୍ଚଳର ଜଣେ ଯୁବକ ସୋମବାର ରାତିରେ ମହାନଦୀକୁ ଡେଇଁ ନିଖୋଜ ଥିବା ଜଣାପଡିଛି। ହେଲେ ଯୁବକ ଜଣକ କେଉଁ ପରିସ୍ଥିତିରେ ମହାନଦୀକୁ ଡେଇଁଲେ ସେନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। The post ମହାନଦୀକୁ ଡେଇଁ ପଡ଼ିଲେ ଯୁବକ appeared first on Dharitri Odia News.
କଟକ,୧୬।୭(କାର୍ତ୍ତିକ ସାହୁ): କଟକ ଛତ୍ରବଜାର ଅଞ୍ଚଳର ଜଣେ ଯୁବକ ସୋମବାର ରାତିରେ ମହାନଦୀକୁ ଡେଇଁ ନିଖୋଜ ଥିବା ଜଣାପଡିଛି। ହେଲେ ଯୁବକ ଜଣକ କେଉଁ ପରିସ୍ଥିତିରେ ମହାନଦୀକୁ ଡେଇଁଲେ ସେନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।
The post ମହାନଦୀକୁ ଡେଇଁ ପଡ଼ିଲେ ଯୁବକ appeared first on Dharitri Odia News.