ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନର ତୃତୀୟ ଦିନ, ଅଣସର ପିଣ୍ଡିରେ ଚାଲିଛି ଉପଚାର ସେବା

ବ୍ରହ୍ମଗିରି ୨୫।୬: ତୃତୀୟ ଦିନରେ ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ । ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କୁ ସୁସ୍ଥ କରିବା ପାଇଁ ଦଇତା ସେବାୟତଙ୍କ ଦ୍ୱାରା ଅଣସର ପିଣ୍ଡିରେ ଚାଲିଛି ଉପଚାର ସେବା । ସେପଟେ ଜଗନ୍ନାଥଙ୍କୁ ଦର୍ଶନ ନପାଇ ଭକ୍ତ ବ୍ରହ୍ମଗିରିର ଅଲାରନାଥ ପୀଠରେ ଶଙ୍ଖ, ଚକ୍ର, ଗଦା, ପଦ୍ମ, ଧାରୀ ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି । ମଙ୍ଗଳବାର ଭୋର ୪ଟାରେ ମହାପ୍ରଭୁଙ୍କ ଦ୍ୱାର ଫିଟା ଯାଇ ୪ଟା ୧୫ମିନିଟ୍‌ରେ ମଙ୍ଗଳ ଆଳତୀ ହୋଇଥିଲା । ତାପରେ ତଡପ ଲାଗି, ଅବକାଶ, ବେଶ ଏବଂ ଗୋପାଳ ବଲ୍ଲଭ ସରିବା ପରେ ସକାଳ ୬ଟା ୧୫ମିନିଟ୍‌ରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଏବେ ଦ୍ଵିତୀୟ ଶ୍ରୀକ୍ଷେତ୍ର ପାଲଟିଥିବା ବ୍ରହ୍ମଗିରିର ଅଲାରନାଥ ପୀଠକୁ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗୁଛି ।You Can Read :ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍, ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ

ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନର ତୃତୀୟ ଦିନ, ଅଣସର ପିଣ୍ଡିରେ ଚାଲିଛି ଉପଚାର ସେବା

ବ୍ରହ୍ମଗିରି ।୬: ତୃତୀୟ ଦିନରେ ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ । ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କୁ ସୁସ୍ଥ କରିବା ପାଇଁ ଦଇତା ସେବାୟତଙ୍କ ଦ୍ୱାରା ଅଣସର ପିଣ୍ଡିରେ ଚାଲିଛି ଉପଚାର ସେବା । 

ସେପଟେ ଜଗନ୍ନାଥଙ୍କୁ ଦର୍ଶନ ନପାଇ ଭକ୍ତ ବ୍ରହ୍ମଗିରିର ଅଲାରନାଥ ପୀଠରେ ଶଙ୍ଖ, ଚକ୍ର, ଗଦା, ପଦ୍ମ, ଧାରୀ ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି । ମଙ୍ଗଳବାର ଭୋର ୪ଟାରେ ମହାପ୍ରଭୁଙ୍କ ଦ୍ୱାର ଫିଟା ଯାଇ ୪ଟା ୧୫ମିନିଟ୍‌ରେ ମଙ୍ଗଳ ଆଳତୀ ହୋଇଥିଲା । ତାପରେ ତଡପ ଲାଗି, ଅବକାଶ, ବେଶ ଏବଂ ଗୋପାଳ ବଲ୍ଲଭ ସରିବା ପରେ ସକାଳ ୬ଟା ୧୫ମିନିଟ୍‌ରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଏବେ ଦ୍ଵିତୀୟ ଶ୍ରୀକ୍ଷେତ୍ର ପାଲଟିଥିବା ବ୍ରହ୍ମଗିରିର ଅଲାରନାଥ ପୀଠକୁ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗୁଛି ।

You Can Read :

ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍, ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ