ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ

ପୁରୀ,୬।୭: ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ ଶନିବାର ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଟାଣି ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ଏହି ଦିବ୍ୟ ଦୃଶ୍ୟ ଦେଖିଛନ୍ତି ଶତାଧିକ ଶ୍ରଦ୍ଧାଳୁ। ଏପରିକି ମହାପ୍ରଭୁଙ୍କ ଅପେକ୍ଷାରେ ରହିଛି ତିନି ରଥ। ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହୋଇଥିଲା। ପଟି ଦିଅଁଙ୍କଠାରୁ ଆଜ୍ଞାମାଳ ଆସି ୩ ରଥରେ ବିଜେ କରାଯାଇଛି । ରବିବାର ରଥ ପ୍ରତିଷ୍ଠା […] The post ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ appeared first on Dharitri Odia News.

ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ

ପୁରୀ,୬।୭: ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ ଶନିବାର ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଟାଣି ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ଏହି ଦିବ୍ୟ ଦୃଶ୍ୟ ଦେଖିଛନ୍ତି ଶତାଧିକ ଶ୍ରଦ୍ଧାଳୁ। ଏପରିକି ମହାପ୍ରଭୁଙ୍କ ଅପେକ୍ଷାରେ ରହିଛି ତିନି ରଥ।

ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହୋଇଥିଲା। ପଟି ଦିଅଁଙ୍କଠାରୁ ଆଜ୍ଞାମାଳ ଆସି ୩ ରଥରେ ବିଜେ କରାଯାଇଛି । ରବିବାର ରଥ ପ୍ରତିଷ୍ଠା ପରେ ଚତୁର୍ଦ୍ଧା ବିଗ୍ରହ ତିନି ରଥରେ ବସି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିବେ ।

The post ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ appeared first on Dharitri Odia News.