ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ଅବସରରେ ଶ୍ରୀକ୍ଷେତ୍ରରେ ସମ୍ପନ୍ନ ହେଲା ତିନି ରଥର ଚକଅଖ ଡେରା ନୀତି! rathyatra, puri.

ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ଅବସରରେ ଶ୍ରୀକ୍ଷେତ୍ରରେ ସମ୍ପନ୍ନ ହେଲା ତିନି ରଥର ଚକଅଖ ଡେରା ନୀତି । ସକାଳଧୂପ ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକ ମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥଖଳାକୁ ବିଜେ କଲେ । ଏହାପରେ ତିନି ରଥର ଦୁଇଟି ଲେଖାଏ