‘ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର, ଭକ୍ତଙ୍କୁ ସ୍ବର୍ଣ୍ଣ ଦାନ ପାଇଁ କରାଯିବ ଅନୁରୋଧ’
ଶ୍ରୀଜିଉଙ୍କର କିଛି ଅଳଙ୍କାର ପତଳା ହୋଇଗଲାଣି, କିଛି ଅଳଙ୍କାର ଦବି ଯାଇଛି ବୋଲି ସେବାୟତ ଜଣାଇଛନ୍ତି। ନିକଟରେ ଛତିଶ ନିଯୋଗ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆଉ ଗୋଟିଏ ଅଳଙ୍କାର ସେଟ୍ ପାଇଁ ଅନୁରୋଧ କରାଯାଇଥିଲା।