ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇ…

ପୁରୀ,୧୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ ସରିଥିଲା। ତେବେ ଏହାପରେ ପୁରୀରେ ପହଞ୍ଚଛନ୍ତି କଂସ। ପୁରୀରେ କଂସ ମହାରାଜ। ପାପମୋଚନ ପାଇଁ ମହୋଦଧିରେ ବୁଡ଼ ପକାଇଛନ୍ତି। ଏଥିସହ ଧନୁଯାତ୍ରାରେ ଅଭିନୟ ବେଳେ ଭଗବାନ କୃଷ୍ଣ-ବଳରାମଙ୍କ ପ୍ରତି କଟୁକ୍ତି କରିଥିବାରୁ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରି କ୍ଷମା ପ୍ରାର୍ଥନା କରିଛନ୍ତି। The post ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇ… appeared first on Dharitri Odia News.

ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇ…

ପୁରୀ,୧୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ ସରିଥିଲା। ତେବେ ଏହାପରେ ପୁରୀରେ ପହଞ୍ଚଛନ୍ତି କଂସ।

ପୁରୀରେ କଂସ ମହାରାଜ। ପାପମୋଚନ ପାଇଁ ମହୋଦଧିରେ ବୁଡ଼ ପକାଇଛନ୍ତି। ଏଥିସହ ଧନୁଯାତ୍ରାରେ ଅଭିନୟ ବେଳେ ଭଗବାନ କୃଷ୍ଣ-ବଳରାମଙ୍କ ପ୍ରତି କଟୁକ୍ତି କରିଥିବାରୁ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରି କ୍ଷମା ପ୍ରାର୍ଥନା କରିଛନ୍ତି।

The post ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇ… appeared first on Dharitri Odia News.