ମହାପ୍ରଭୁଙ୍କୁ ଦର୍ଶନ କଲେ ଜଷ୍ଟିସ ଅରିଜିତ ପଶାୟତ: ଅପରାହ୍ନରେ କରିବେ ବୈଠକ
ପୁରୀ,୯।୩: ଏସଆଇଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଓଡ଼ିଶାରେ ପହଞ୍ଚିଛନ୍ତି। ସେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସକଳେ ସେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସ୍ତ୍ରୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ପରେ ଅପରାହ୍ନରେ ସେ ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଗଣତି ପାଇଁ ଗଠିତ ସ୍ବତନ୍ତ୍ର କମିଟି ସହ ବୈଠକ କରିବେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତଙ୍କ ନେତୃତ୍ୱରେ ଏକ […] The post ମହାପ୍ରଭୁଙ୍କୁ ଦର୍ଶନ କଲେ ଜଷ୍ଟିସ ଅରିଜିତ ପଶାୟତ: ଅପରାହ୍ନରେ କରିବେ ବୈଠକ appeared first on Dharitri Odia News.
ପୁରୀ,୯।୩: ଏସଆଇଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଓଡ଼ିଶାରେ ପହଞ୍ଚିଛନ୍ତି। ସେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସକଳେ ସେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସ୍ତ୍ରୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।
ପରେ ଅପରାହ୍ନରେ ସେ ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଗଣତି ପାଇଁ ଗଠିତ ସ୍ବତନ୍ତ୍ର କମିଟି ସହ ବୈଠକ କରିବେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତଙ୍କ ନେତୃତ୍ୱରେ ଏକ ୧୨ ଜଣିଆ କମିଟି ଗଠନ କରାଯାଇଛି। ରତ୍ନଭଣ୍ଡାର କମିଟି ସହ ରତ୍ନଭଣ୍ଡାର ଅନୁଧ୍ୟାନ ସମ୍ପର୍କରେ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଏଥିପାଇଁ ପ୍ରଶାସନିକ ସ୍ତରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।
The post ମହାପ୍ରଭୁଙ୍କୁ ଦର୍ଶନ କଲେ ଜଷ୍ଟିସ ଅରିଜିତ ପଶାୟତ: ଅପରାହ୍ନରେ କରିବେ ବୈଠକ appeared first on Dharitri Odia News.