ମହାବଳ ବାଘଙ୍କ ମଧ୍ୟରେ ମହା ଫାଇଟ୍‌

ମହାବଳ ବାଘଙ୍କ ମଧ୍ୟରେ ମହା ଫାଇଟ୍‌ । ଏହି ମହା ଫାଇଟ୍‌ରେ ଜଣେ ବିଜେତା ହୋଇଥିବା ବେଳେ ଆଉ ଜଣେ ଦେଲା ପଛଘୁଞ୍ଚା।

ମହାବଳ ବାଘଙ୍କ ମଧ୍ୟରେ ମହା ଫାଇଟ୍‌

ମହାବଳ ବାଘଙ୍କ ମଧ୍ୟରେ ମହା ଫାଇଟ୍‌ । ଏହି ମହା ଫାଇଟ୍‌ରେ ଜଣେ ବିଜେତା ହୋଇଥିବା ବେଳେ ଆଉ ଜଣେ ଦେଲା ପଛଘୁଞ୍ଚା। ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳରେ ଦୁଇ ମହାବଳ ବାଘଙ୍କ ମଧ୍ୟରେ ହୋଇଛି ଏପରି ବିଗ୍‌ ଫାଇଟ୍‌। ତେବେ ଏହି ଫାଇଟ୍‌ ପ୍ରାୟ ମାସେ ତଳେ ଘଟିଥିବା ବେଳେ ଏବେ ଏହାକୁ ନେଇ ସୋଶାଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି।