ମହାରାଷ୍ଟ୍ର-ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖକୁ ନେଇ ଆସିଲା ବଡ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଶେଷ ହେବା ପରେ ନିର୍ବାଚନ ଆୟୋଗର ଧ୍ୟାନ ବର୍ତ୍ତମାନ ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଉପରେ ରହିଛି। ଯେକୌଣସି ସମୟରେ ଆୟୋଗ ଏହା ଘୋଷଣା କରିପାରେ। ସୂଚନାନୁସାରେ, ଆସନ୍ତା ସପ୍ତାହ ଆରମ୍ଭ ସୁଦ୍ଧା ଉଭୟ ରାଜ୍ୟରେ ବିଧାନସଭା ନିର୍ବାଚନର ଘୋଷଣା କରାଯାଇପାରେ। ଏହି ସମୟରେ ଆୟୋଗ ଗୃହ ମନ୍ତ୍ରଣାଳୟ ସମେତ ଅନ୍ୟାନ୍ୟ ଏଜେନ୍ସି ସହିତ ଉଭୟ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ଉପରେ ମଧ୍ୟ ଆଲୋଚନା କରିଛନ୍ତି। ଏହା […] The post ମହାରାଷ୍ଟ୍ର-ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖକୁ ନେଇ ଆସିଲା ବଡ ଅପଡେଟ appeared first on Dharitri Odia News.

ମହାରାଷ୍ଟ୍ର-ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖକୁ ନେଇ ଆସିଲା ବଡ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଶେଷ ହେବା ପରେ ନିର୍ବାଚନ ଆୟୋଗର ଧ୍ୟାନ ବର୍ତ୍ତମାନ ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଉପରେ ରହିଛି। ଯେକୌଣସି ସମୟରେ ଆୟୋଗ ଏହା ଘୋଷଣା କରିପାରେ। ସୂଚନାନୁସାରେ, ଆସନ୍ତା ସପ୍ତାହ ଆରମ୍ଭ ସୁଦ୍ଧା ଉଭୟ ରାଜ୍ୟରେ ବିଧାନସଭା ନିର୍ବାଚନର ଘୋଷଣା କରାଯାଇପାରେ।
ଏହି ସମୟରେ ଆୟୋଗ ଗୃହ ମନ୍ତ୍ରଣାଳୟ ସମେତ ଅନ୍ୟାନ୍ୟ ଏଜେନ୍ସି ସହିତ ଉଭୟ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ଉପରେ ମଧ୍ୟ ଆଲୋଚନା କରିଛନ୍ତି। ଏହା ମଧ୍ୟ ଚୂଡାନ୍ତ ହୋଇଛି। ଏହାପୂର୍ବରୁ ଆୟୋଗ ଉଭୟ ରାଜ୍ୟ ଗସ୍ତ କରି ନିର୍ବାଚନ ପ୍ରସ୍ତୁତିର ଆକଳନ କରିଥିଲେ।

The post ମହାରାଷ୍ଟ୍ର-ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖକୁ ନେଇ ଆସିଲା ବଡ ଅପଡେଟ appeared first on Dharitri Odia News.