ମହାରାଷ୍ଟ୍ରରେ ଆସନ ବୁଝାମଣା ଶେଷ: ଏତିକି ଆସନରେ ଲଢିବ ଭାଜପା
ମୁମ୍ବାଇ, ୧୩।୩:ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ମହରାଷ୍ଟ୍ରରେ ଶାସନରେ ଥିବା ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍ଡିଏ) ପକ୍ଷରୁ ଆସନ ବୁଝାମଣା ଚୁଡାନ୍ତ ହୋଇଛି। ଏନେଇ ଦୀର୍ଘ ଦିନ ଧରି ଚାଲିଥିବା ବିଚାରବିମର୍ଶ ପରେ ରାଜ୍ୟର ସମୁଦାୟ ୪୮ଟି ଆସନ ମଧ୍ୟରୁ ଭାଜପା ୩୧ଟି ଆସନରେ ଲଢ଼ିବା ନେଇ ନିଷ୍ପତ୍ତି ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ୧୩ଟି ଓ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ନେତୃତ୍ୱାଧୀନ ଜାତୀୟତାବାଦି କଂଗ୍ରେସ ପାର୍ଟି(ଏନ୍ସିପି) ୪ଟି ଆସନରେ ଲଢ଼ିବା […] The post ମହାରାଷ୍ଟ୍ରରେ ଆସନ ବୁଝାମଣା ଶେଷ: ଏତିକି ଆସନରେ ଲଢିବ ଭାଜପା appeared first on Dharitri Odia News.
ମୁମ୍ବାଇ, ୧୩।୩:ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ମହରାଷ୍ଟ୍ରରେ ଶାସନରେ ଥିବା ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍ଡିଏ) ପକ୍ଷରୁ ଆସନ ବୁଝାମଣା ଚୁଡାନ୍ତ ହୋଇଛି। ଏନେଇ ଦୀର୍ଘ ଦିନ ଧରି ଚାଲିଥିବା ବିଚାରବିମର୍ଶ ପରେ ରାଜ୍ୟର ସମୁଦାୟ ୪୮ଟି ଆସନ ମଧ୍ୟରୁ ଭାଜପା ୩୧ଟି ଆସନରେ ଲଢ଼ିବା ନେଇ ନିଷ୍ପତ୍ତି ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ୧୩ଟି ଓ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ନେତୃତ୍ୱାଧୀନ ଜାତୀୟତାବାଦି କଂଗ୍ରେସ ପାର୍ଟି(ଏନ୍ସିପି) ୪ଟି ଆସନରେ ଲଢ଼ିବା ନେଇ ସହମତି ପ୍ରକାଶ ପାଇଛି। ବାରାମତୀ, ରାଇଗଡ଼, ଶିରୁର୍ ଓ ପାରଭାନି ଆସନ ଏନ୍ସିପିକୁ ମିଳିଛି।
The post ମହାରାଷ୍ଟ୍ରରେ ଆସନ ବୁଝାମଣା ଶେଷ: ଏତିକି ଆସନରେ ଲଢିବ ଭାଜପା appeared first on Dharitri Odia News.