ମହାଶିବରାତ୍ରି ପାଇଁ ସଜେଇ ହେଉଛି ଶୈବପୀଠ
ବୁଗୁଡ଼ା,୨୩।୨(କାଳିଚରଣ ଦାଶ): ମହାଶିବରାତ୍ରି ପାଇଁ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ସଜେଇ ହୋଇଛି। ଚଳିତବର୍ଷ ଜାଗର ଯାତ୍ରାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ମନ୍ଦିର ପରିଚାଳନା କମିଟିଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ସହ କାର୍ଯ୍ୟସୂଚୀମାନ ମଧ୍ୟ ପ୍ରକାଶ ପାଇଛି। ଫଳରେ କେତେକ ଶୈବପୀଠରେ ନାମଯଜ୍ଞ ଓ ଅନ୍ନଯଜ୍ଞ ହେବାର ଜଣାପଡ଼ିଛି। ଏ ବର୍ଷ ଶୈବପୀଠଗୁଡ଼ିକରେ ପ୍ରବଳ ଭିଡ ହେବାର ସମ୍ଭାବନା ରହିଥିବାରୁ ଶ୍ରଦ୍ଧାଳୁ କିପରି ଶାନ୍ତି ଶୃଙ୍ଖଳାର ସହ ମହାଦେବଙ୍କ ଦର୍ଶନ କରିବେ ଏବଂ ଠିକ୍ ସମୟରେ […] The post ମହାଶିବରାତ୍ରି ପାଇଁ ସଜେଇ ହେଉଛି ଶୈବପୀଠ appeared first on Dharitri Odia News.
ବୁଗୁଡ଼ା,୨୩।୨(କାଳିଚରଣ ଦାଶ): ମହାଶିବରାତ୍ରି ପାଇଁ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ସଜେଇ ହୋଇଛି। ଚଳିତବର୍ଷ ଜାଗର ଯାତ୍ରାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ମନ୍ଦିର ପରିଚାଳନା କମିଟିଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ସହ କାର୍ଯ୍ୟସୂଚୀମାନ ମଧ୍ୟ ପ୍ରକାଶ ପାଇଛି। ଫଳରେ କେତେକ ଶୈବପୀଠରେ ନାମଯଜ୍ଞ ଓ ଅନ୍ନଯଜ୍ଞ ହେବାର ଜଣାପଡ଼ିଛି। ଏ ବର୍ଷ ଶୈବପୀଠଗୁଡ଼ିକରେ ପ୍ରବଳ ଭିଡ ହେବାର ସମ୍ଭାବନା ରହିଥିବାରୁ ଶ୍ରଦ୍ଧାଳୁ କିପରି ଶାନ୍ତି ଶୃଙ୍ଖଳାର ସହ ମହାଦେବଙ୍କ ଦର୍ଶନ କରିବେ ଏବଂ ଠିକ୍ ସମୟରେ ମହାଦୀପ ଉଠିବ ସେନେଇ ଯୋଜନା ପ୍ରସ୍ତୁତ ହୋଇଛି। ଏଥିସହ ମନ୍ଦିରଗୁଡିକର ରଙ୍ଗମରା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।
The post ମହାଶିବରାତ୍ରି ପାଇଁ ସଜେଇ ହେଉଛି ଶୈବପୀଠ appeared first on Dharitri Odia News.