ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର:ରାଜ୍ୟ ସରକାର ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (ସିଏଲ) ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି (ସ୍ପେସିଆଲ ସିଏଲ) ପାଇ ପାରିବେ। ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ। ମହିଳା ମାନଙ୍କ […] The post ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା କଲେ ରାଜ୍ୟ ସରକାର appeared first on Odisha.News.

ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର:ରାଜ୍ୟ ସରକାର ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।
ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (ସିଏଲ) ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି (ସ୍ପେସିଆଲ ସିଏଲ) ପାଇ ପାରିବେ।
ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ। ମହିଳା ମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି।
ସୂଚନା ଯୋଗ୍ୟ ଯେ ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।

The post ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା କଲେ ରାଜ୍ୟ ସରକାର appeared first on Odisha.News.