ମହିଳା ଡାକ୍ତରଙ୍କ ଆତ୍ମହତ୍ୟା ଅଭିଯୋଗ
କଟକ: ମହିଳା ଡାକ୍ତରଙ୍କ ଆତ୍ମହତ୍ୟା ଅଭିଯୋଗ। ଦରଘାବଜାର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା। ଝୁଲନ୍ତା ଅବସ୍ଥାରେ ଘରୁ ମୃତଦେହ ଉଦ୍ଧାର କଲା ପୋଲିସ। ମହିଳା ଡାକ୍ତର ଜଣକ ହେଲେ ଅଳକା ରଥ। ଶୁକ୍ରବାର ସକାଳୁ ଘରେ ତାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ ପରିବାର ଲୋକେ। ଦୀର୍ଘ ଦିନ ହେବ ସେ ମାନସିକ ଅଶାନ୍ତିରେ ରହୁଥିବା ନେଇ ଜଣାପଡିଛି। ଖବର ପାଇ ଘଟଣାସ୍ଥଳରେ ଦରଘାବଜାର ପୋଲିସ ପହଞ୍ଚିଛି। ସେଠାରେ ପହଞ୍ଚି ମହିଳାଙ୍କ ମୃତଦେହ ଉଦ୍ଧାର କରିଥିବା ବେଳେ […] The post ମହିଳା ଡାକ୍ତରଙ୍କ ଆତ୍ମହତ୍ୟା ଅଭିଯୋଗ appeared first on Odisha.News.
କଟକ: ମହିଳା ଡାକ୍ତରଙ୍କ ଆତ୍ମହତ୍ୟା ଅଭିଯୋଗ। ଦରଘାବଜାର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା। ଝୁଲନ୍ତା ଅବସ୍ଥାରେ ଘରୁ ମୃତଦେହ ଉଦ୍ଧାର କଲା ପୋଲିସ। ମହିଳା ଡାକ୍ତର ଜଣକ ହେଲେ ଅଳକା ରଥ। ଶୁକ୍ରବାର ସକାଳୁ ଘରେ ତାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ ପରିବାର ଲୋକେ।
ଦୀର୍ଘ ଦିନ ହେବ ସେ ମାନସିକ ଅଶାନ୍ତିରେ ରହୁଥିବା ନେଇ ଜଣାପଡିଛି। ଖବର ପାଇ ଘଟଣାସ୍ଥଳରେ ଦରଘାବଜାର ପୋଲିସ ପହଞ୍ଚିଛି। ସେଠାରେ ପହଞ୍ଚି ମହିଳାଙ୍କ ମୃତଦେହ ଉଦ୍ଧାର କରିଥିବା ବେଳେ ଘଟଣାକୁ ନେଇ ତଦନ୍ତ ଆରମ୍ଭ କରିଛି ପୋଲିସ। ତେବେ ବର୍ତ୍ତମାନ ଯାଏଁ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।
The post ମହିଳା ଡାକ୍ତରଙ୍କ ଆତ୍ମହତ୍ୟା ଅଭିଯୋଗ appeared first on Odisha.News.