‘ମହିଳାଙ୍କ ଉପରେ ଅତ୍ୟାଚାର ଚିନ୍ତାଜନକ’
ମହିଳା ବିରୋଧୀ ଅପରାଧକୁ ନେଇ ଉଦ୍ବେଗ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି।
ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ମହିଳା ବିରୋଧୀ ଅପରାଧକୁ ନେଇ ଉଦ୍ବେଗ ପ୍ରକାଶ କଲେ ମୋଦି। ମହିଳାଙ୍କ ଉପରେ ଅତ୍ୟାଚାର ଚିନ୍ତାର ବିଷୟ। ଏଥିପାଇଁ ଦେଶ, ସମାଜ, ରାଜ୍ୟ ଗମ୍ଭୀରତାର ସହ ଚିନ୍ତା କରିବା ଉଚିତ। ଅପରାଧୀଙ୍କୁ ତୁରନ୍ତ ଦଣ୍ଡ ମିଳିବା ଉଚିତ।