ମହିଳାଙ୍କୁ ପିଟିପିଟି ହତ୍ୟା କଲେ ପଡ଼ୋଶୀ
କେନ୍ଦ୍ରାପଡ଼ା,୨୯ା୬: ଜମିଜମା ବିବାଦକୁ ନେଇ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମଳିଛି କେନ୍ଦ୍ରାପଡ଼ା ଜିଲା ସଦର ଥାନା ସାହାସପୁର ଗାଁରେ। ଦୁଇ ପଡ଼ୋଶୀଙ୍କ ମଧ୍ୟରେ ଘର ଭାଙ୍ଗିବାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏହା ପରେ ଏହି କଳି ଉଗ୍ରରୂପ ନେଇଥିଲା। ଫଳରେ ମହିଳାଙ୍କୁ ପିଟିପିଟି ହତ୍ୟା କରିଥିଲେ ତାଙ୍କ ପଡ଼ୋଶୀ। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି ପଚରଉଚରା କରୁଛି। The post ମହିଳାଙ୍କୁ ପିଟିପିଟି ହତ୍ୟା କଲେ ପଡ଼ୋଶୀ appeared first on Dharitri Odia News.
କେନ୍ଦ୍ରାପଡ଼ା,୨୯ା୬: ଜମିଜମା ବିବାଦକୁ ନେଇ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମଳିଛି କେନ୍ଦ୍ରାପଡ଼ା ଜିଲା ସଦର ଥାନା ସାହାସପୁର ଗାଁରେ। ଦୁଇ ପଡ଼ୋଶୀଙ୍କ ମଧ୍ୟରେ ଘର ଭାଙ୍ଗିବାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏହା ପରେ ଏହି କଳି ଉଗ୍ରରୂପ ନେଇଥିଲା। ଫଳରେ ମହିଳାଙ୍କୁ ପିଟିପିଟି ହତ୍ୟା କରିଥିଲେ ତାଙ୍କ ପଡ଼ୋଶୀ। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି ପଚରଉଚରା କରୁଛି।
The post ମହିଳାଙ୍କୁ ପିଟିପିଟି ହତ୍ୟା କଲେ ପଡ଼ୋଶୀ appeared first on Dharitri Odia News.