ମହିଳାଙ୍କୁ ମିଳିବ ମାସିକ ଏକ ହଜାର ଟଙ୍କା ଭତ୍ତା
ଭୁବନେଶ୍ୱର,୯।୪: ଭାଜପା କ୍ଷମତାକୁ ଆସିଲେ ମହିଳାଙ୍କୁ ମିଳିବ ମାସିକ ଏକ ହଜାର ଟଙ୍କା ଭତ୍ତା ସହ ଏମଏସପିରେ ଧାନ କ୍ୱିଟାଲ ପିଛା ୩୧ ଶହ ଟଙ୍କା ହେବ। ଏଭଳି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ କହିଛନ୍ତି, କେନ୍ଦ୍ର ଓ ଓଡ଼ିଶାରେ ଭାଜପା କ୍ଷମତାକୁ ଆସିଲେ ଧାନର ଏମଏସପି ପଡୋଶୀ ରାଜ୍ୟ ତୁଳନାରେ ପାଖାପାଖି ହଜାରେ ଟଙ୍କା ଅଧିକ ରହିବ। The post ମହିଳାଙ୍କୁ ମିଳିବ ମାସିକ ଏକ ହଜାର ଟଙ୍କା ଭତ୍ତା appeared first on Dharitri Odia News.
ଭୁବନେଶ୍ୱର,୯।୪: ଭାଜପା କ୍ଷମତାକୁ ଆସିଲେ ମହିଳାଙ୍କୁ ମିଳିବ ମାସିକ ଏକ ହଜାର ଟଙ୍କା ଭତ୍ତା ସହ ଏମଏସପିରେ ଧାନ କ୍ୱିଟାଲ ପିଛା ୩୧ ଶହ ଟଙ୍କା ହେବ। ଏଭଳି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ କହିଛନ୍ତି, କେନ୍ଦ୍ର ଓ ଓଡ଼ିଶାରେ ଭାଜପା କ୍ଷମତାକୁ ଆସିଲେ ଧାନର ଏମଏସପି ପଡୋଶୀ ରାଜ୍ୟ ତୁଳନାରେ ପାଖାପାଖି ହଜାରେ ଟଙ୍କା ଅଧିକ ରହିବ।
The post ମହିଳାଙ୍କୁ ମିଳିବ ମାସିକ ଏକ ହଜାର ଟଙ୍କା ଭତ୍ତା appeared first on Dharitri Odia News.