ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ
ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ ଇନ୍ସପେକ୍ଟରଙ୍କ ଟିମ୍ ପହଞ୍ଚି ଯାଞ୍ଚ କାର୍ଯ୍ୟ ଆରମ୍ଭ କରିଛି। ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଅଭିଯୋଗ ପରେ ଭଣ୍ଡାର ଘରେ ଥିବା ଘିଅର ମାନ ଯାଞ୍ଚ ପାଇଁ ସାମ୍ପଲ ନେଇଛନ୍ତି। ସୂଚନାଯୋଗ୍ୟ, ନିମ୍ନମାନର ଘିଅ ବ୍ୟବହାର ହେଉଥିବା କାଲି ବଡ଼ପଣ୍ଡା ଅଭିଯୋଗ କରିଥିଲେ। ପରେ ଯାଞ୍ଚ ଆରମ୍ଭ ହୋଇଛି। ତିରୁପତି […] The post ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ appeared first on Dharitri Odia News.
ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ ଇନ୍ସପେକ୍ଟରଙ୍କ ଟିମ୍ ପହଞ୍ଚି ଯାଞ୍ଚ କାର୍ଯ୍ୟ ଆରମ୍ଭ କରିଛି। ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଅଭିଯୋଗ ପରେ ଭଣ୍ଡାର ଘରେ ଥିବା ଘିଅର ମାନ ଯାଞ୍ଚ ପାଇଁ ସାମ୍ପଲ ନେଇଛନ୍ତି।
ସୂଚନାଯୋଗ୍ୟ, ନିମ୍ନମାନର ଘିଅ ବ୍ୟବହାର ହେଉଥିବା କାଲି ବଡ଼ପଣ୍ଡା ଅଭିଯୋଗ କରିଥିଲେ। ପରେ ଯାଞ୍ଚ ଆରମ୍ଭ ହୋଇଛି। ତିରୁପତି ଭେଙ୍କଟେଶ୍ବର ବାଲାଜୀ ମନ୍ଦିରର ଲଡୁ ଭୋଗରେ ପଶୁଚର୍ବି ଓ ଅପମିଶ୍ରିତ ଘିଅ ମିଶିବା ଘଟଣା ପରେ ଚାରିଆଡ଼େ ଛନକା ପଶିଛି। ଏ ନେଇ ପ୍ରଶାସନ ତତ୍ପର ହୋଇଉଠିଛି।
The post ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ appeared first on Dharitri Odia News.