ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ ଶୁକ୍ରବାର ବବି ସମ୍ବଲପୁରକୁ ପ୍ରଥମ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚିବା ପରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହି ସମୟରେ ବବି କହିଛନ୍ତି, ସମ୍ବଲପୁର ମାଟିକୁ ବିକଶିତ କରିବା ପାଇଁ ମୋ କାନ୍ଧରେ ସମ୍ବଲପୁର ଭାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବାପାଙ୍କର କର୍ମଭୂମି ଥିବାରୁ […] The post ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି appeared first on Dharitri Odia News.

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ ଶୁକ୍ରବାର ବବି ସମ୍ବଲପୁରକୁ ପ୍ରଥମ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚିବା ପରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି।

ଏହି ସମୟରେ ବବି କହିଛନ୍ତି, ସମ୍ବଲପୁର ମାଟିକୁ ବିକଶିତ କରିବା ପାଇଁ ମୋ କାନ୍ଧରେ ସମ୍ବଲପୁର ଭାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବାପାଙ୍କର କର୍ମଭୂମି ଥିବାରୁ ମୁଁ ଆଜି ମୋ ଘରେ ରହିଥିବା ପରି ମନେ ହେଉଛି।

The post ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି appeared first on Dharitri Odia News.