ମାଓ କାର୍ଯ୍ୟକଳାପ ପୁଣି ବଢିଛି
ଭୁବନେଶ୍ବର: ଢେଙ୍କାନାଳ, ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ମାଓ ଗତିବିଧି ନେଇ ଖବର ଆସୁଛି । ଏହା ଚିନ୍ତାଜନକ ଓ ସମ୍ବେଦନଶୀଳ ପ୍ରସଙ୍ଗ ବୋଲି ବିଜେଡି ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛି । ଏହା ଦୁର୍ଭାଗ୍ୟଜନକ ଓ ଚିନ୍ତାଜନକ ଯେ ୧୧-୧୨ବର୍ଷ ପରେ ମାଓ କାର୍ଯ୍ୟକଳାପ ପୁଣି ବଢିଛି । ୨୦୧୩ରେ ଏହି ତିନି ଜିଲ୍ଲା ଜିରୋ ମାଓବାଦୀ ଜିଲ୍ଲା ଭାବେ ଘୋଷଣା ହୋଇଥିଲା । ହେଲେ ଏବେ ସେଠି ଦାଦାବଟି […]

ଭୁବନେଶ୍ବର: ଢେଙ୍କାନାଳ, ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ମାଓ ଗତିବିଧି ନେଇ ଖବର ଆସୁଛି । ଏହା ଚିନ୍ତାଜନକ ଓ ସମ୍ବେଦନଶୀଳ ପ୍ରସଙ୍ଗ ବୋଲି ବିଜେଡି ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛି । ଏହା ଦୁର୍ଭାଗ୍ୟଜନକ ଓ ଚିନ୍ତାଜନକ ଯେ ୧୧-୧୨ବର୍ଷ ପରେ ମାଓ କାର୍ଯ୍ୟକଳାପ ପୁଣି ବଢିଛି ।