ମାଓବାଦୀଙ୍କ ବର୍ବର କାଣ୍ତ; ସ୍ୱାମୀ ସାମ୍ନାରେ ସ୍ତ୍ରୀକୁ ତଣ୍ଟି ଚିପି ହତ୍ୟା

କନକ ବ୍ୟୁରୋ : ଛତିଶଗଡ଼ ବିଜାପୁରରେ ମାଓବାଦୀଙ୍କ ବର୍ବର କାଣ୍ତ । ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କଲେ ମାଓବାଦୀ । ସ୍ୱାମୀ ସମ୍ମୁଖରେ ସ୍ତ୍ରୀକୁ ତଣ୍ଟି ଚିପି ହତ୍ୟା କରିଛନ୍ତି ମାଓବାଦୀ । ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା କଲେ ମାଓବାଦୀ । ସୂଚନା ମୁତାବକ, ଦମ୍ପତିଙ୍କୁ ଅପହରଣ କରିନେଇଥିଲେ ମାଓବାଦୀ । ଜଙ୍ଗଲରେ ପ୍ରଥମେ ସ୍ୱାମୀକୁ ମାଡ଼ ମାରି ଛାଡ଼ି ଦେଇଥିଲେ । ତା ପରେ ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା କରିଥିଲେ ।

ମାଓବାଦୀଙ୍କ ବର୍ବର କାଣ୍ତ; ସ୍ୱାମୀ ସାମ୍ନାରେ ସ୍ତ୍ରୀକୁ ତଣ୍ଟି ଚିପି ହତ୍ୟା

କନକ ବ୍ୟୁରୋ : ଛତିଶଗଡ଼ ବିଜାପୁରରେ ମାଓବାଦୀଙ୍କ ବର୍ବର କାଣ୍ତ । ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କଲେ ମାଓବାଦୀ । ସ୍ୱାମୀ ସମ୍ମୁଖରେ ସ୍ତ୍ରୀକୁ ତଣ୍ଟି ଚିପି ହତ୍ୟା କରିଛନ୍ତି ମାଓବାଦୀ । ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା କଲେ ମାଓବାଦୀ ।

ସୂଚନା ମୁତାବକ, ଦମ୍ପତିଙ୍କୁ ଅପହରଣ କରିନେଇଥିଲେ ମାଓବାଦୀ । ଜଙ୍ଗଲରେ ପ୍ରଥମେ ସ୍ୱାମୀକୁ ମାଡ଼ ମାରି ଛାଡ଼ି ଦେଇଥିଲେ । ତା ପରେ ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା କରିଥିଲେ ।