ମାଓବାଦୀଙ୍କ ବର୍ବରତା: ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣଙ୍କୁ କଲେ ହତ୍ୟା
ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି । ସେ ହେଲେ ସୁବଳ ଦୁଲାରୁ । ବିଜାପୁର ଜିଲା ଜଙ୍ଗଲା ଥାନା ଅଧୀନରେ ଥିବା ପୋଟେନାର ଗ୍ରାମରେ ମାଓବାଦୀମାନେ ଏକ ପ୍ରଜାକୋର୍ଟ କରିଥିଲେ। ଏଥିରେ ଇନ୍ଫର୍ମର ସନ୍ଦେହରେ ଜଣେ ଆଦିବାସୀ ଯୁବକ ସୁବଳଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ବିଜାପୁର ଅତିରିକ୍ତ ଏସ୍ପି ଚନ୍ଦ୍ରକାନ୍ତ ଗଭର୍ନା କହିଛନ୍ତି, ଦୁଲାରୁଙ୍କ ହତ୍ୟା ସମ୍ପର୍କରେ ସୂଚନା ମିଳିଛି। ଯାଞ୍ଚ ପାଇଁ […] The post ମାଓବାଦୀଙ୍କ ବର୍ବରତା: ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣଙ୍କୁ କଲେ ହତ୍ୟା appeared first on Dharitri Odia News.
ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି । ସେ ହେଲେ ସୁବଳ ଦୁଲାରୁ ।
ବିଜାପୁର ଜିଲା ଜଙ୍ଗଲା ଥାନା ଅଧୀନରେ ଥିବା ପୋଟେନାର ଗ୍ରାମରେ ମାଓବାଦୀମାନେ ଏକ ପ୍ରଜାକୋର୍ଟ କରିଥିଲେ। ଏଥିରେ ଇନ୍ଫର୍ମର ସନ୍ଦେହରେ ଜଣେ ଆଦିବାସୀ ଯୁବକ ସୁବଳଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ବିଜାପୁର ଅତିରିକ୍ତ ଏସ୍ପି ଚନ୍ଦ୍ରକାନ୍ତ ଗଭର୍ନା କହିଛନ୍ତି, ଦୁଲାରୁଙ୍କ ହତ୍ୟା ସମ୍ପର୍କରେ ସୂଚନା ମିଳିଛି। ଯାଞ୍ଚ ପାଇଁ ପୋଲିସ ଟିମ୍ ଘଟଣାସ୍ଥଳକୁ ପଠାଯାଇଛି।
The post ମାଓବାଦୀଙ୍କ ବର୍ବରତା: ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣଙ୍କୁ କଲେ ହତ୍ୟା appeared first on Dharitri Odia News.