ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ମୁତୟନ ହେବେ ୩୩ ପ୍ଲାଟୁନ ଫୋର୍ସ, ସବୁ ନିୟମ ମାନି ସାମିଲ ହେବାକୁ ଅପିଲ୍

ପୁରୀ ୨।୨: ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୁରକ୍ଷା ଦାୟିତ୍ବରେ ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ । ୬ ଜଣ ଅତିରିକ୍ତ ଏସ୍‌ପିଙ୍କ ସହ ୧୩ ଡିଏସ୍‌ପି, ୩୯ ଇନ୍ସପେକ୍ଟର ନିୟୋଜିତ ହେବେ । ବୁଡ଼ ସ୍ଥାନ ଓ ସମୁଦ୍ର କୂଳରେ ଲାଇଫ୍ ଗାର୍ଡ ମୁତୟନ ରହିବେ । ପୋଲିସ ପକ୍ଷରୁ ସ୍ବତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୋଲିସର ସମସ୍ତ ନିୟମ ମାନି ଚନ୍ଦ୍ରଭାଗା ବୁଡ଼ରେ ସାମିଲ ହେବାକୁ ଅପିଲ୍ କଲେ ପୁରୀ ଏସ୍‌ପି ବିନୀତ ଅଗ୍ରୱାଲ ।You Can Read:ବୃଦ୍ଧଙ୍କ ଉପରେ ଚଢ଼ିଗଲା ହାଇୱା : ଘଟଣାସ୍ଥଳରେ ଚାଲିଗଲା ଜୀବନ 

ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ମୁତୟନ ହେବେ ୩୩ ପ୍ଲାଟୁନ ଫୋର୍ସ, ସବୁ ନିୟମ ମାନି ସାମିଲ ହେବାକୁ ଅପିଲ୍

ପୁରୀ ୨: ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୁରକ୍ଷା ଦାୟିତ୍ବରେ ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ । ୬ ଜଣ ଅତିରିକ୍ତ ଏସ୍‌ପିଙ୍କ ସହ ୧୩ ଡିଏସ୍‌ପି, ୩୯ ଇନ୍ସପେକ୍ଟର ନିୟୋଜିତ ହେବେ । ବୁଡ଼ ସ୍ଥାନ ଓ ସମୁଦ୍ର କୂଳରେ ଲାଇଫ୍ ଗାର୍ଡ ମୁତୟନ ରହିବେ । ପୋଲିସ ପକ୍ଷରୁ ସ୍ବତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୋଲିସର ସମସ୍ତ ନିୟମ ମାନି ଚନ୍ଦ୍ରଭାଗା ବୁଡ଼ରେ ସାମିଲ ହେବାକୁ ଅପିଲ୍ କଲେ ପୁରୀ ଏସ୍‌ପି ବିନୀତ ଅଗ୍ରୱାଲ ।

You Can Read:

ବୃଦ୍ଧଙ୍କ ଉପରେ ଚଢ଼ିଗଲା ହାଇୱା : ଘଟଣାସ୍ଥଳରେ ଚାଲିଗଲା ଜୀବନ