ମା’ଙ୍କ ଆଶୀର୍ବାଦ ନେଇ ପ୍ରଚାରକୁ ବାହାରିଲେ ଅଖିଳ

କେନ୍ଦୁଝର,୨୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଅଖିଳ ନାୟକ ରବିବାର ଘଟଗାଁ ମା’ ତାରିଣୀଙ୍କ ନିକଟରେ ପୂଜାର୍ଚ୍ଚନା କରି ବିଧିବଦ୍ଧ ଭାବେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ପୂର୍ବତନ ଜିଲା ସଭାପତି ରାଧାକାନ୍ତ ମହାନ୍ତ, ବିରଜା ମିଶ୍ର, ରାଜେନ୍ଦ୍ର ପଟ୍ଟନାୟକ, ସୁବ୍ରତ ମହାନ୍ତି, କମଳା କାନ୍ତ ଦାସ ସମେତ ବହୁ ଜିଲା ଓ ମଣ୍ଡଳର ବହୁ କାର୍ଯ୍ୟକର୍ତ୍ତା ତଥା ତାଙ୍କ ସମର୍ଥକମାନେ ସାମିଲ ହୋଇ ଏକ ଶୋଭାଯାତ୍ରାରେ ପାଛୋଟି ନେଇଥିଲେ। ମୋଦି ସରକାରଙ୍କ […] The post ମା’ଙ୍କ ଆଶୀର୍ବାଦ ନେଇ ପ୍ରଚାରକୁ ବାହାରିଲେ ଅଖିଳ appeared first on Dharitri Odia News.

ମା’ଙ୍କ ଆଶୀର୍ବାଦ ନେଇ ପ୍ରଚାରକୁ ବାହାରିଲେ ଅଖିଳ

କେନ୍ଦୁଝର,୨୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଅଖିଳ ନାୟକ ରବିବାର ଘଟଗାଁ ମା’ ତାରିଣୀଙ୍କ ନିକଟରେ ପୂଜାର୍ଚ୍ଚନା କରି ବିଧିବଦ୍ଧ ଭାବେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ପୂର୍ବତନ ଜିଲା ସଭାପତି ରାଧାକାନ୍ତ ମହାନ୍ତ, ବିରଜା ମିଶ୍ର, ରାଜେନ୍ଦ୍ର ପଟ୍ଟନାୟକ, ସୁବ୍ରତ ମହାନ୍ତି, କମଳା କାନ୍ତ ଦାସ ସମେତ ବହୁ ଜିଲା ଓ ମଣ୍ଡଳର ବହୁ କାର୍ଯ୍ୟକର୍ତ୍ତା ତଥା ତାଙ୍କ ସମର୍ଥକମାନେ ସାମିଲ ହୋଇ ଏକ ଶୋଭାଯାତ୍ରାରେ ପାଛୋଟି ନେଇଥିଲେ। ମୋଦି ସରକାରଙ୍କ ଉପଲବ୍ଧି ଓ ସ୍ଥାନୀୟ ସମସ୍ୟାକୁ ନେଇ ଲୋକଙ୍କ ପାଖକୁ ଯିବେ ବୋଲି ସେ କହିଛନ୍ତି।

The post ମା’ଙ୍କ ଆଶୀର୍ବାଦ ନେଇ ପ୍ରଚାରକୁ ବାହାରିଲେ ଅଖିଳ appeared first on Dharitri Odia News.