ମାଟ୍ରିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି, ଚିନ୍ତାରେ ପଡ଼ିଲେ ଛାତ୍ରୀଛାତ୍ର
କଟକ,୧।୩: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି। ବିଜ୍ଞାନ C ସେଟ୍ରେ ୪ ମାର୍କ କମ୍ ଥିବା ସୂଚନା ମିଳିଛି। ଏପଟେ ବୋର୍ଡ ସଭାପତି ତ୍ରୁଟିକୁ ସ୍ବୀକାର କରିଛନ୍ତି। ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ବିଚାର କରୁଛୁ ବୋଲି ବୋର୍ଡ ସଭାପତି କହିଛନ୍ତି। ମାଟ୍ରିକ ପରୀକ୍ଷାର ଆଜି ଚତୁର୍ଥ ଦିନ । ଚତୁର୍ଥ ଦିନରେ ଆଜି ବିଜ୍ଞାନ ବିଷୟରେ ପରୀକ୍ଷା ଥିଲା। ପରୀକ୍ଷା ୯ଟାରୁ ଆରମ୍ଭ ହୋଇ ସାଢ଼େ ୧୧ଟା ଯାଏ ଚାଲିଥିଲା । ଓଡ଼ିଶା […] The post ମାଟ୍ରିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି, ଚିନ୍ତାରେ ପଡ଼ିଲେ ଛାତ୍ରୀଛାତ୍ର appeared first on Dharitri Odia News.
କଟକ,୧।୩: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି। ବିଜ୍ଞାନ C ସେଟ୍ରେ ୪ ମାର୍କ କମ୍ ଥିବା ସୂଚନା ମିଳିଛି। ଏପଟେ ବୋର୍ଡ ସଭାପତି ତ୍ରୁଟିକୁ ସ୍ବୀକାର କରିଛନ୍ତି। ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ବିଚାର କରୁଛୁ ବୋଲି ବୋର୍ଡ ସଭାପତି କହିଛନ୍ତି।
ମାଟ୍ରିକ ପରୀକ୍ଷାର ଆଜି ଚତୁର୍ଥ ଦିନ । ଚତୁର୍ଥ ଦିନରେ ଆଜି ବିଜ୍ଞାନ ବିଷୟରେ ପରୀକ୍ଷା ଥିଲା। ପରୀକ୍ଷା ୯ଟାରୁ ଆରମ୍ଭ ହୋଇ ସାଢ଼େ ୧୧ଟା ଯାଏ ଚାଲିଥିଲା । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ହାଇସ୍କୁଲ ସାର୍ଟିଫିକେଟ(ମାଟ୍ରିକ) ପରୀକ୍ଷା ଫେବୃଆରୀ ୨୧ରୁ ଆରମ୍ଭ ହୋଇଥିବାବେଳେ ଏହାମାର୍ଚ୍ଚ ୬ତାରିଖ ଯାଏ ଚାଲିବ।
The post ମାଟ୍ରିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି, ଚିନ୍ତାରେ ପଡ଼ିଲେ ଛାତ୍ରୀଛାତ୍ର appeared first on Dharitri Odia News.