ମାଡ଼ି ଆସୁଛି ଝଡ଼ବର୍ଷା! ୩ଘଣ୍ଟା ପାଇଁ ୪ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୭।୪: ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବରୁ ଆକଳନ କରିଛି। ତେଣୁ ପାଣିପାଗ ବିଭାଗ ଆଜି ୩ ଘଣ୍ଟା ପାଇଁ ୪ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସକାଳ ୯ଟା ୪୦ ମିନିଟ୍‌ରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୩ ଘଣ୍ଟାରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ […] The post ମାଡ଼ି ଆସୁଛି ଝଡ଼ବର୍ଷା! ୩ଘଣ୍ଟା ପାଇଁ ୪ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ appeared first on Dharitri Odia News.

ମାଡ଼ି ଆସୁଛି ଝଡ଼ବର୍ଷା! ୩ଘଣ୍ଟା ପାଇଁ ୪ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୭।୪: ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବରୁ ଆକଳନ କରିଛି। ତେଣୁ ପାଣିପାଗ ବିଭାଗ ଆଜି ୩ ଘଣ୍ଟା ପାଇଁ ୪ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସକାଳ ୯ଟା ୪୦ ମିନିଟ୍‌ରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୩ ଘଣ୍ଟାରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପାଗକୁ ଦେଖି ଲୋକମାନେ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

The post ମାଡ଼ି ଆସୁଛି ଝଡ଼ବର୍ଷା! ୩ଘଣ୍ଟା ପାଇଁ ୪ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ appeared first on Dharitri Odia News.