ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି କରିଛି IMD। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରିବା ସହ ୬ ଓ ୮ ତାରିଖ ଦୁଇ ଦିନ ସମୁଦ୍ର ନ ଯିବାକୁ ପରାମର୍ଶ ଦେଇଛି। ପାଣିପାଗ ବିଭାଗ ଅନୁସାରେ ୪୦ରୁ ୫୦ କିମି ବେଗରେ ପବନ ସହ ବଡ଼ ଜୁଆର ଆସିବା ସମ୍ଭାବନା ରହିଥିବା ସୂଚନା ମିଳିଛି। The post ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ appeared first on Dharitri Odia News.

ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି କରିଛି IMD। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରିବା ସହ ୬ ଓ ୮ ତାରିଖ ଦୁଇ ଦିନ ସମୁଦ୍ର ନ ଯିବାକୁ ପରାମର୍ଶ ଦେଇଛି। ପାଣିପାଗ ବିଭାଗ ଅନୁସାରେ ୪୦ରୁ ୫୦ କିମି ବେଗରେ ପବନ ସହ ବଡ଼ ଜୁଆର ଆସିବା ସମ୍ଭାବନା ରହିଥିବା ସୂଚନା ମିଳିଛି।

The post ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ appeared first on Dharitri Odia News.