ମାନେଶ୍ୱର ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି
ସମ୍ବଲପୁର:ମାନେଶ୍ୱର ବ୍ଲକ କାର୍ଯ୍ୟାଳୟ ଠାରେ ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳିରାମ୍ ବୋନ୍ଦର(ଭା.ପ୍ର.ସେ) ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି |ଉକ୍ତ ଅଭିଯୋଗ ଶୁଣାଣୀ ଠାରେ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ମୋଟ ୧୩ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୧୧ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୦୨ ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା ।ଉକ୍ତ ଅଭିଯୋଗ ଶୁଣାଣୀ […] The post ମାନେଶ୍ୱର ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି appeared first on Odisha.News.
ସମ୍ବଲପୁର:ମାନେଶ୍ୱର ବ୍ଲକ କାର୍ଯ୍ୟାଳୟ ଠାରେ ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳିରାମ୍ ବୋନ୍ଦର(ଭା.ପ୍ର.ସେ) ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି |ଉକ୍ତ ଅଭିଯୋଗ ଶୁଣାଣୀ ଠାରେ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ମୋଟ ୧୩ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୧୧ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୦୨ ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା ।ଉକ୍ତ ଅଭିଯୋଗ ଶୁଣାଣୀ ଠାରେ ଗୋଟିଏ ଅଭିଯୋଗ ର ସମାଧାନ କରାଯାଇଥିଲା। ଏହି ଅବସରରେ ତମାଖୁ ନିଷେଧ ଉପଲକ୍ଷେ ଲୋକ ଙ୍କୁ ସଚେତନ କରାଇବା ପାଇଁ ଜିଲ୍ଲାପାଳ ଏକ ସଚେତନତା ରଥ କୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।
The post ମାନେଶ୍ୱର ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି appeared first on Odisha.News.