ମାର୍ଚ୍ଚ ୦୭ ତାରିଖ, ଗୁରୁବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ
ମେଷ – କର୍ମ କ୍ଷେତ୍ରରେ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି ହେବ । ବୈବାହିକ ସୁଖ ବୃଦ୍ଧି ପାଇବ । ମାଆଙ୍କ ସାଥୀ ପାଇବେ । ବ୍ୟବସାୟରେ ଅସୁବିଧା ହୋଇପାରେ । ପିତାଙ୍କଠାରୁ ଅର୍ଥ ପ୍ରାପ୍ତି କରି ପାରନ୍ତି । ପ୍ରଗତିର ରାସ୍ତା ଖୋଲିଯିବ। ବିଦ୍ୟାର୍ଥୀ ମାନେ ଚିନ୍ତାରେ ପଡ଼ିବେ । ବୃଷ – ଆଳସ୍ୟର ବଶବର୍ତ୍ତୀ ହୋଇ ସମସ୍ୟାରେ ପଡ଼ି ପାରନ୍ତି । ମନ ଅସୁବିଧାରେ ପଡ଼ିବ । ଆତ୍ମନିର୍ଭରଶୀଳ ହୁଅନ୍ତୁ । ଧୈର୍ଯ୍ୟ ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ଚାକିରିରେ କାର୍ଯ୍ୟଭାରରେ ବୃଦ୍ଧି ହୋଇପାରେ । ଆୟ ମଧ୍ୟ ବୃଦ୍ଧି ପାଇବ । ନିତ୍ୟ ବ୍ୟବହାର୍ଯ୍ୟ ବସ୍ତୁ କ୍ରୟ କରିବା ଦ୍ଵାରା ଖର୍ଚ୍ଚ ବୃଦ୍ଧି ପାଇବ। ମିଥୁନ – ଶାରୀରିକ କଷ୍ଟ ଅନୁଭବ କରିବେ । ଆତ୍ମନିର୍ଭରଶୀଳ ହୁଅନ୍ତୁ ଧର୍ଯ୍ୟ ବଜାୟ ରଖିବାକୁ ଚେଷ୍ଟା କରନ୍ତୁ। ଚାକିରିରେ ପଦୋନ୍ନତି ପାଇଁ ସୁଯୋଗ ହୋଇପାରେ । ଆୟ ବୃଦ୍ଧି ପାଇବ । ପରିଶ୍ରମ ଅଧିକ ହେବ| କର୍ମକ୍ଷେତ୍ରରେ ସଫଳତା ମିଳିବ । କର୍କଟ -ମନ ପ୍ରସନ୍ନ ରହିବ ଆତ୍ମବିଶ୍ୱାସରେ ବୃଦ୍ଧି ଘଟିବ । ଚାକିରି ପରିବର୍ତ୍ତନ ପାଇଁ ସୁଯୋଗ ମିଳିପାରେ। କାର୍ଯ୍ୟ କ୍ଷେତ୍ରରେ ମଧ୍ୟ ପରିବର୍ତ୍ତନ ଆସିବ। ବିଦେଶ ଭ୍ରମଣ ଯୋଗ ରହିଛି । କାର୍ଯ୍ୟାଳୟରେ ଉଚ୍ଚ ପଦାଧିକାରୀଙ୍କ ସହଯୋଗ ହେବ। ସିଂହ – ଆସନ୍ତାକାଲି ଆପଣଙ୍କର ଘାତ ଚନ୍ଦ୍ର ଯୋଗୁଁ ମାନ ଅଶାନ୍ତ ରହିବ । ଅଯଥା ଚିନ୍ତାରେ ପଡ଼ିବେ। ଅନାବଶ୍ୟକ କ୍ରୋଧ ଏବଂ ବିତ
ମେଷ – କର୍ମ କ୍ଷେତ୍ରରେ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି ହେବ । ବୈବାହିକ ସୁଖ ବୃଦ୍ଧି ପାଇବ । ମାଆଙ୍କ ସାଥୀ ପାଇବେ । ବ୍ୟବସାୟରେ ଅସୁବିଧା ହୋଇପାରେ । ପିତାଙ୍କଠାରୁ ଅର୍ଥ ପ୍ରାପ୍ତି କରି ପାରନ୍ତି । ପ୍ରଗତିର ରାସ୍ତା ଖୋଲିଯିବ। ବିଦ୍ୟାର୍ଥୀ ମାନେ ଚିନ୍ତାରେ ପଡ଼ିବେ ।
ବୃଷ – ଆଳସ୍ୟର ବଶବର୍ତ୍ତୀ ହୋଇ ସମସ୍ୟାରେ ପଡ଼ି ପାରନ୍ତି । ମନ ଅସୁବିଧାରେ ପଡ଼ିବ । ଆତ୍ମନିର୍ଭରଶୀଳ ହୁଅନ୍ତୁ । ଧୈର୍ଯ୍ୟ ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ଚାକିରିରେ କାର୍ଯ୍ୟଭାରରେ ବୃଦ୍ଧି ହୋଇପାରେ । ଆୟ ମଧ୍ୟ ବୃଦ୍ଧି ପାଇବ । ନିତ୍ୟ ବ୍ୟବହାର୍ଯ୍ୟ ବସ୍ତୁ କ୍ରୟ କରିବା ଦ୍ଵାରା ଖର୍ଚ୍ଚ ବୃଦ୍ଧି ପାଇବ।
ମିଥୁନ – ଶାରୀରିକ କଷ୍ଟ ଅନୁଭବ କରିବେ । ଆତ୍ମନିର୍ଭରଶୀଳ ହୁଅନ୍ତୁ ଧର୍ଯ୍ୟ ବଜାୟ ରଖିବାକୁ ଚେଷ୍ଟା କରନ୍ତୁ। ଚାକିରିରେ ପଦୋନ୍ନତି ପାଇଁ ସୁଯୋଗ ହୋଇପାରେ । ଆୟ ବୃଦ୍ଧି ପାଇବ । ପରିଶ୍ରମ ଅଧିକ ହେବ| କର୍ମକ୍ଷେତ୍ରରେ ସଫଳତା ମିଳିବ ।
କର୍କଟ -ମନ ପ୍ରସନ୍ନ ରହିବ ଆତ୍ମବିଶ୍ୱାସରେ ବୃଦ୍ଧି ଘଟିବ । ଚାକିରି ପରିବର୍ତ୍ତନ ପାଇଁ ସୁଯୋଗ ମିଳିପାରେ। କାର୍ଯ୍ୟ କ୍ଷେତ୍ରରେ ମଧ୍ୟ ପରିବର୍ତ୍ତନ ଆସିବ। ବିଦେଶ ଭ୍ରମଣ ଯୋଗ ରହିଛି । କାର୍ଯ୍ୟାଳୟରେ ଉଚ୍ଚ ପଦାଧିକାରୀଙ୍କ ସହଯୋଗ ହେବ।
ସିଂହ – ଆସନ୍ତାକାଲି ଆପଣଙ୍କର ଘାତ ଚନ୍ଦ୍ର ଯୋଗୁଁ ମାନ ଅଶାନ୍ତ ରହିବ । ଅଯଥା ଚିନ୍ତାରେ ପଡ଼ିବେ। ଅନାବଶ୍ୟକ କ୍ରୋଧ ଏବଂ ବିତର୍କରୁ ଦୂରେଇ ରୁହନ୍ତୁ। ପୈତୃକ ସମ୍ପତ୍ତିରୁ ଟଙ୍କା ହାସଲ କରି ପାରନ୍ତି । ବନ୍ଧୁଙ୍କ ସାହାଯ୍ୟରେ ଚାକିରିର ସୁଯୋଗ ପାଇପାରିବେ ।
କନ୍ୟା – ମନ ଖୁସି ରହିବ । ତଥାପି ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ପରିବାରର ସମର୍ଥନ ପାଇବେ । କିଛି ପୁରୁଣା ବନ୍ଧୁଙ୍କୁ ଭେଟିପାରନ୍ତି । ସୁସ୍ୱାଦୁ ଖାଦ୍ୟ ପ୍ରତି ଆଗ୍ରହ ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନେ ଲାଭବାନ ହେବେ ।
ତୁଳା -ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ହେବେ । କଳା କିମ୍ବା ସଙ୍ଗୀତ ପ୍ରତି ପ୍ରବୃତ୍ତିରେ ଆଗ୍ରହ ବଢିବ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଅସୁବିଧା ହୋଇପାରେ, ସତର୍କ ରୁହନ୍ତୁ । ଶିକ୍ଷାଗତ କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ।
ବିଛା – କୌଣସି କାର୍ଯ୍ୟକୁ ନେଇ ମନରେ ଉତ୍ସାହ ସୃଷ୍ଟି ହୋଇ ପାରେ ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବୃଦ୍ଧି ପାଇବ। ନିଜ ସାଥୀଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବ୍ୟବସାୟରେ ଲାଭ ସୁଯୋଗ ମିଳିବ । ଯାନବାହାନ ପାଇଁ ଖର୍ଚ୍ଚାନ୍ତ ହୋଇ ପାରନ୍ତି ।
ଧନୁ – କାର୍ଯ୍ୟରେ ବିଳମ୍ବ ହେବ । ତଥାପି ବ୍ୟସ୍ତ ନ ହୋଇ ଶାନ୍ତ ରୁହନ୍ତୁ ଚାକିରିରେ ଥିବା ଅଧିକାରୀମାନଙ୍କ ସହିତ ଅନାବଶ୍ୟକ ବିତର୍କରୁ ଦୂରେଇ ରୁହନ୍ତୁ। ପ୍ରଗତି ପାଇଁ ସୁଯୋଗ ମିଳିପାରିବ। ଆୟ ବୃଦ୍ଧି ପାଇବ । କାର୍ଯ୍ୟଭାରରେ ମଧ୍ୟ ବୃଦ୍ଧି ଘଟିବ । ଲାଭ ଯୋଗ ରହିଛି ।
ମକର – ମକର ରାଶିରେ ଗୁରୁବାର ଶ୍ରୀଚନ୍ଦ୍ର ଯୋଗୁଁ, ମନ ଶାନ୍ତ ରହିବ ବୈବାହିକ ସୁଖ ବୃଦ୍ଧି ପାଇବ । ଚାକିରିରେ ଆପଣଙ୍କୁ ବିଦେଶ ଯିବାକୁ ପଡିପାରେ । ଯାନର ଆନନ୍ଦ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସାମାନ୍ୟ ଅଧିକ ପରିଶ୍ରମ ହେବ । ଆପଣଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।
କୁମ୍ଭ – ଅଯଥା ଧନ କ୍ଷୟର ଯୋଗ ରହିଛି । ଅତ୍ୟଧିକ କ୍ରୋଧ ଏବଂ ଉତ୍ସାହରୁ ଦୂରେଇ ରୁହନ୍ତୁ । ମନ ବିଚଳିତ ହୋଇପାରେ । ଆପଣ ନିଜ ପରିବାର ସହିତ ଏକ ଧାର୍ମିକ ସ୍ଥାନକୁ ଯାଇପାରନ୍ତି । ଆପଣଙ୍କ ସ୍ୱାସ୍ଥ୍ୟର ମଧ୍ୟ ଯତ୍ନ ନିଅନ୍ତୁ । ସନ୍ତାନଙ୍କ ପାଇଁ ଚିନ୍ତା ବଢ଼ିବାରେ ।
ମୀନ – ଉତ୍ତମ ଆୟର ଯୋଗ ରହିଛି ।ଆତ୍ମବିଶ୍ୱାସ ପୂର୍ଣ୍ଣ ହେବ, କିନ୍ତୁ ସଂଯମ ରୁହନ୍ତୁ । ପରିବାରରେ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ଚାକିରିରେ ପଦୋନ୍ନତି ପାଇଁ ସୁଯୋଗ ମିଳିପାରେ । ଆୟ ବୃଦ୍ଧି ପାଇବ ଖର୍ଚ୍ଚ ମଧ୍ୟ ବୃଦ୍ଧି ପାଇବ । wp:paragraph {"align":"center"}
ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ, ଯାଜପୁର, ଯୋଗାଯୋଗ – 8249826682