ମାର୍ଚ୍ଚ ୦୮ ତାରିଖ, ଶୁକ୍ରବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

ମେଷ - ପରିବାର ରେ ଓ ଚାକିରି କ୍ଷେତ୍ର ରେ ଆଦର ସମ୍ମାନ ମିଳିବ ଦିନଟି ଖୁସି ରେ କଟିବ । ପରିବାରର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରି ରେ ଚାପ ବୃଦ୍ଧି ପାଇବ | ଲାଗିଥିବା ସମସ୍ୟା ର ସମାଧାନ ହେବ । ବ୍ୟବସାୟ ରେ ଅଳ୍ପ ପରିଶ୍ରମ ରେ ଅଧିକ ଲାଭ ଯୋଗ ରହିଛି ।ବୃଷ- ରୋଗରେ ଖର୍ଚ୍ଚ ବୃଦ୍ଧି ପାଇବ, ସଞ୍ଚୟ ମଧ୍ୟ ଶେଷ ହେବ | ନୂତନ ଚାକିରି ପାଇଁ ଆବେଦନ କରିପାରିବେ । ମାନସିକ ସ୍ୱାସ୍ଥ୍ୟର ମଧ୍ୟ ଯତ୍ନ ନିଅନ୍ତୁ । କୌଣସି ନୂତନ ଯୋଜନାରେ ବିନିଯୋଗ କରନ୍ତୁ ନାହିଁ ।କୌଣସି ଦ୍ରବ୍ୟ ନଷ୍ଟ ହୋଇ ପାରେ ।ମିଥୁନ - ଦିନଟି ରେ ଅଧିକ ପରିଶ୍ରମ ର ଯୋଗ ରହିଛି । ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ । ସାନ ଭାଇଭଉଣୀଙ୍କ ସହିତ ସମନ୍ୱୟ ରହିବ । ଭାବନାକୁ ନିଜ ନିଅନ୍ତ୍ରଣ ରେ ରଖନ୍ତୁ। ବିଦ୍ୟାର୍ଥୀ ମାନେ ଖୁସି ଖବର ପାଇବେ ।କର୍କଟ- ମନ ପ୍ରଫୁଲ୍ଲ ଓ ଉତ୍ସାହିତ ରହିବ ଧର୍ମ କାର୍ଯ୍ୟ ରେ ନିଜକୁ ନିୟୋଜିତ କରିବେ । ଚାକିରି ରେ ପଦୋନ୍ନତି ଘଟିବ ।ବ୍ୟବସାୟ ରେ ଅଧିକ ଅର୍ଥ ଲାଭ ର ଯୋଗ ର ହିଛି ।ମନ ସମ୍ମାନ ମିଳିବ । ଭାବିଚିନ୍ତି କାର୍ଯ୍ୟ ନିଷ୍ପତି ନିଅନ୍ତୁ ।ସିଂହ - ମାନସିକ ଅଶାନ୍ତି ଓ ଶାରୀରିକ ପୀଡା ହେବାର ସମ୍ଭାବନା ରହିଛି । ବ୍ୟବସାୟ ରେ କ୍ଷତି ସହିବର ସମ୍ଭାବନା ରହିଛି । ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟା କୁ ନେଇ ଚିନ୍ତା ରେ ରହିବେ । ପୈତୃକ ସମ୍ପତି କୁ ନେଇ ବିବାଦ ଲାଗି ପାରେ । ବନ୍ଧୁ ମିଳନ ର ଯୋଗ ରହିଛି ।କନ୍ୟା - ସୁଖ

ମାର୍ଚ୍ଚ ୦୮ ତାରିଖ, ଶୁକ୍ରବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ
ମେଷ - ପରିବାର ରେ ଓ ଚାକିରି କ୍ଷେତ୍ର ରେ ଆଦର ସମ୍ମାନ ମିଳିବ ଦିନଟି ଖୁସି ରେ କଟିବ । ପରିବାରର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରି ରେ ଚାପ ବୃଦ୍ଧି ପାଇବ | ଲାଗିଥିବା ସମସ୍ୟା ର ସମାଧାନ ହେବ । ବ୍ୟବସାୟ ରେ ଅଳ୍ପ ପରିଶ୍ରମ ରେ ଅଧିକ ଲାଭ ଯୋଗ ରହିଛି ।

ବୃଷ- ରୋଗରେ ଖର୍ଚ୍ଚ ବୃଦ୍ଧି ପାଇବ, ସଞ୍ଚୟ ମଧ୍ୟ ଶେଷ ହେବ | ନୂତନ ଚାକିରି ପାଇଁ ଆବେଦନ କରିପାରିବେ । ମାନସିକ ସ୍ୱାସ୍ଥ୍ୟର ମଧ୍ୟ ଯତ୍ନ ନିଅନ୍ତୁ । କୌଣସି ନୂତନ ଯୋଜନାରେ ବିନିଯୋଗ କରନ୍ତୁ ନାହିଁ ।କୌଣସି ଦ୍ରବ୍ୟ ନଷ୍ଟ ହୋଇ ପାରେ ।

ମିଥୁନ - ଦିନଟି ରେ ଅଧିକ ପରିଶ୍ରମ ର ଯୋଗ ରହିଛି । ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ । ସାନ ଭାଇଭଉଣୀଙ୍କ ସହିତ ସମନ୍ୱୟ ରହିବ । ଭାବନାକୁ ନିଜ ନିଅନ୍ତ୍ରଣ ରେ ରଖନ୍ତୁ। ବିଦ୍ୟାର୍ଥୀ ମାନେ ଖୁସି ଖବର ପାଇବେ ।

କର୍କଟ- ମନ ପ୍ରଫୁଲ୍ଲ ଓ ଉତ୍ସାହିତ ରହିବ ଧର୍ମ କାର୍ଯ୍ୟ ରେ ନିଜକୁ ନିୟୋଜିତ କରିବେ । ଚାକିରି ରେ ପଦୋନ୍ନତି ଘଟିବ ।ବ୍ୟବସାୟ ରେ ଅଧିକ ଅର୍ଥ ଲାଭ ର ଯୋଗ ର ହିଛି ।ମନ ସମ୍ମାନ ମିଳିବ । ଭାବିଚିନ୍ତି କାର୍ଯ୍ୟ ନିଷ୍ପତି ନିଅନ୍ତୁ ।

ସିଂହ - ମାନସିକ ଅଶାନ୍ତି ଓ ଶାରୀରିକ ପୀଡା ହେବାର ସମ୍ଭାବନା ରହିଛି । ବ୍ୟବସାୟ ରେ କ୍ଷତି ସହିବର ସମ୍ଭାବନା ରହିଛି । ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟା କୁ ନେଇ ଚିନ୍ତା ରେ ରହିବେ । ପୈତୃକ ସମ୍ପତି କୁ ନେଇ ବିବାଦ ଲାଗି ପାରେ । ବନ୍ଧୁ ମିଳନ ର ଯୋଗ ରହିଛି ।

କନ୍ୟା - ସୁଖ ବୃଦ୍ଧି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ବିରୋଧୀ ମାନେ ଅଧିନସ୍ଥ ହେବେ । କର୍ମ କ୍ଷେତ୍ର ରେ ସାବଧାନ ଅବଲମ୍ବନ କରନ୍ତୁ । ଆର୍ଥିକ ସ୍ଥିତି ରେ ଉନ୍ନତି ପରି ଲକ୍ଷିତ ହେବ ।ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ରେ ସଫଳ ହେବେ ।

ତୁଳା - ମନରେ ଥିବା ଅହଂ ଭାବ କୁ ସଂପୂର୍ଣ୍ଣ ଦୂରୀଭୂତ କରନ୍ତୁ ଉନ୍ନତି ର ଯୋଗ ରହିଛି ହେଲେ ମଧ୍ୟ ଦିନଟି ମଧ୍ୟମ ଫଳ ଦେବ।ମନ ସର୍ବଦା ଚଞ୍ଚଳ ରହିବ । ମିଳିବାକୁ ଥିବା ଦ୍ରବ୍ୟ ର ପ୍ରାପ୍ତି ବିଳମ୍ବ ରେ ହେବ । ଆର୍ଥିକ ସ୍ଥିତି ରେ ସ୍ୱଚ୍ଛଳତା ଆସିବ ।

ବିଛା- ଦିନଟି ରେ ଉତ୍ତମ ଫଳ ପ୍ରାପ୍ତ କରିବେ । ବ୍ୟବସାୟୀ ମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତା ଙ୍କ ଆଶୀର୍ବାଦ ମିଳିବ ।ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀ ମାନେ ପରୀକ୍ଷା ରେ ସଫଳତା ଅର୍ଜନ କରିବେ

ଧନୁ - କୌଣସି ସ୍ଥାନ ରୁ ସମ୍ମାନ ର ଅଧିକାରୀ ହେବେ।ମନ ଖୁସି ହେବ । ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ହେବ । ବ୍ୟବସାୟ ପାଇଁ ଭ୍ରମଣ ସଫଳ ହେବ । ବ୍ୟବସାୟରେ ବୃଦ୍ଧି ଘଟିବ । ଲାଭ ପାଇଁ ମଧ୍ୟ ସୁଯୋଗ ରହିବ । ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବିଦ୍ୟାର୍ଥୀ ମାନେ ଲାଭବାନ ହେବେ। 

ମକର - ମନରେ ଉଦବେଗ ପ୍ରକାଶ ପାଇବ୍ ।କର୍ମକ୍ଷେତ୍ରରେ ବିତର୍କ ହୋଇପାରେ । ଅତିଥିମାନେ ଘରକୁ ଆସିବେ ।ମାନସିକ ଚାପ ସ୍ୱାସ୍ଥ୍ୟକୁ ଖରାପ କରିପାରେ । ଟଙ୍କା କାରବାରରେ ଅଧିକ ସତର୍କ ରୁହନ୍ତୁ । ଦିନଟି ଏତେ ଶୁଭ ଫଳ ପ୍ରଦାନ କରିବା ନାହିଁ ।

କୁମ୍ଭ- କିଛି ମୂଲ୍ୟବାନ ବସ୍ତୁ କିମ୍ବା ଦ୍ରବ୍ୟ ନଷ୍ଟ ହେବାର ସମ୍ଭାବନା ଅଛି ।ଆଜି ଦିନଟି ରେ ଆପଣ ଚିନ୍ତା ରେ ପଡ଼ିବେ । ଜୀବନ ସାଥି ଙ୍କ ସ୍ବାସ୍ଥ୍ୟ ଅବସ୍ଥା ରେ ଅବନ୍ନତି ଦେଖା ଦେବ । ମାଙ୍ଗଳିକ କାର୍ଯ୍ୟ ରେ ଯୋଗଦାନ କରିବେ ।ବିଦ୍ୟାର୍ଥୀ ମାନେ ଅସଫଳ ହେବେ ।

। ମୀନ - ଆପଣଙ୍କ କାର୍ଯ୍ୟ ରେ କୌଣସି ବ୍ୟକ୍ତି ବାଧା ସୃଷ୍ଟି କରି ପାରନ୍ତି ।ଚାକିରି ରେ ମଧ୍ୟମ ଫଳ ପ୍ରାପ୍ତି ।ବ୍ୟବସାୟ ରେ ଧାର ଦିଅନ୍ତୁ ନାହିଁ । ଆର୍ଥିକ ସ୍ଥିତି ରେ ବୃଦ୍ଧି ସହିତ ମାନସିକ ଶାନ୍ତି ବଜାୟ ରହିବ । ଭ୍ରମଣ ର ଯୋଗ ରହିଛି । ବିଦ୍ୟାର୍ଥୀ ମାନେ ସଫଳ ହେବେ ।


ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ, ଯୋଗାଯୋଗ - ୮୨୪୯୮୨୬୬୮