ମାର୍ଚ୍ଚ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୭।୩ (ବନ୍ଦନା ସେଠୀ)- ମାର୍ଚ୍ଚ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି। ପରବର୍ତ୍ତୀ ଅଭିଯେଗ ଶୁଣାଣିର ତାରିଖ ସମ୍ପର୍କରେ ଖବରକାଗଜ ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। The post ମାର୍ଚ୍ଚ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି appeared first on Dharitri Odia News.

ମାର୍ଚ୍ଚ ୧୦ରେ  ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୭।୩ (ବନ୍ଦନା ସେଠୀ)- ମାର୍ଚ୍ଚ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି। ପରବର୍ତ୍ତୀ ଅଭିଯେଗ ଶୁଣାଣିର ତାରିଖ ସମ୍ପର୍କରେ ଖବରକାଗଜ ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

The post ମାର୍ଚ୍ଚ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି appeared first on Dharitri Odia News.